ବିବାହ ଉତ୍ସବରେ ଗୀତ ଗାଇବାକୁ ମନା କରୁଥିଲେ କେକେ

ମୁମ୍ବାଇ,୧ ।୬: ମ୍ୟୁଜିକ ଇଣ୍ଡଷ୍ଟ୍ରିରେ ଏବେ ଶୋକର ଛାୟା । ଅନେକ ସୁପରହିଟ ଗୀତ ଭେଟିଦେଇଥିବା ଗାୟକ କୃଷ୍ଣ କୁମାର କୁନ୍ନଥଙ୍କ ଆକଷ୍ମିକ ବିୟୋଗ ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି । ମାତ୍ର ୫୩ ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ନେଇଛନ୍ତି । ଏବେ ମ୍ୟୁଜିକ ଇଣ୍ଡଷ୍ଟିରେ ସୃଷ୍ଟି ହୋଇଥିବା ଏହି ଶୂନ୍ୟ ସ୍ଥାନକୁ ହୁଏତ ପୂରଣ କରାଯାଇ ନ ପାରେ ।
ବଲିଉଡରେ ଗୀତ ଗାଇବା ସହ ତାଙ୍କୁ ବିଭିନ୍ନ କନସର୍ଟ ଓ ଇମେଣ୍ଟରେ ଗୀତ ଗାଇବାକୁ ଅଫର ମିଳିଥାଏ । ହେଲେ ସେ ବିବାହ ଉତ୍ସବରେ କେବେବି ଗୀତ ଗାଇବାକୁ ପସନ୍ଦ କରନ୍ତି ନାହିଁ । ଥରେ ଏକ ସାକ୍ଷାତକାରରେ ତାଙ୍କ ପାଇଁ ପ୍ରଶ୍ନ ଥିଲା କି ସେ ଜଣେ ଗାୟକ ଭାବେ କେବେ କୌଣସ ଅଫରକୁ ରିଜେକ୍ଟ କରିଛନ୍ତି କି । ଏହାର ଉତ୍ତରରେ ସେ କହିଥିଲେ ହଁ ମୁଁ ବିବାହରେ ଗୀତ ଗାଇବାକୁ ମନା କରିଦେଇଥାଏ । ମୋତେ କେହି ୧ କୋଟି ଟଙ୍କା ଅଫର କଲେ ବି ମୁଁ ୱେଡିଂ ଫଙ୍କଶନରେ ଗୀତ ଗାଇବାକୁ ମନା କରି ଦେଇଛି । ଏହାସହ ସେ ଅଭିନୟ କରିବାକୁ ପସନ୍ଦ କରନ୍ତି କି ନା ପଚରା ଯିବାରୁ କୃଷ୍ଣା କହିଥିଲେ ମୁଁ ଯେଉଁଠି ଅଛି ଠିକ୍ ଅଛି । କିଛି ବର୍ଷ ତଳେ ମୋତେ ଅଭିନୟ ପାଇଁ ଅଫର ମିଳିଥିଲା ହେଲେ ମୁଁ ଏହାକୁ ଗ୍ରହଣ କରି ନ ଥିଲି ।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?