ବଲିଉଡ କଣ୍ଠଶିଳ୍ପୀ କୁମାର ସାନୁ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୧୦- ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡର କଣ୍ଠଶିଳ୍ପୀ କୁମାର ସାନୁ। ଏ ନେଇ ଶୁକ୍ରବାର କୁମାର ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଦୁର୍ଭାଗ୍ୟବଶତଃ ସାନୁଦା’ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି, ଦୟାକରି ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରନ୍ତୁ। ଧନ୍ୟବାଦ। ବର୍ତ୍ତମାନ ସୋନୁ କ୍ୱାରାଣ୍ଟାଇନରେ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କଙ୍ଗନା: ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ…

ଭୁବନେଶ୍ବର,୫।୬: ବଲିଉଡ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ଭୁବନେଶ୍ବରରେ ପହଞ୍ଚିଛି। ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି।…

ନିଜ ଦୁଇ ସ୍ତ୍ରୀଙ୍କୁ କେତେ ଆଲିମନି ଦେଇଥିଲେ ଆମୀର ଖାନ୍‌? ଜାଣିଲେ ଚମକି ପଡିବେ…

ମୁମ୍ୱାଇ: ୬୧ ବର୍ଷ ବୟସରେ ବଲିଉଡ ସୁପରଷ୍ଟାର ଆମିର ଖାନ ଏବେ ନିଜର ତୃତୀୟ ବିବାହକୁ ନେଇ ବେଶ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଖବର ଆସିଛି ଯେ,…

୪୫ ବର୍ଷ ବୟସରେ ମା’ ହେଲେ ଅଭିନେତ୍ରୀ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଭୋଜପୁରୀ ଅଭିନେତ୍ରୀ ସମ୍ଭାବନା ସେଠ୍‌ ୪୫ ବର୍ଷ ବୟସରେ ମା’ ହୋଇଛନ୍ତି। ସେ ଯମଜ ସନ୍ତାନ ଜନ୍ମ ଦେଇଛନ୍ତି। ଏଥିରେ ଗୋଟିଏ ପୁଅ ଏବଂ ଗୋଟିଏ ଝିଅ…

ବରିଷ୍ଠ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ, ଗଢ଼ିଥିଲେ ଅକ୍ଷୟ କୁମାର-ଗୋବିନ୍ଦାଙ୍କ କ୍ୟାରିୟର

ନୂଆଦିଲ୍ଲୀ,୪ା୬: ବଲିଉଡରୁ ଦୁଃଖଦ ଖରାପ ଖବର ଆସିଛି । ଚଳଚ୍ଚିତ୍ର ଶିଳ୍ପ ଆଉ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ହରାଇଛି । ଚଳଚ୍ଚିତ୍ର ପ୍ରଯୋଜକ ଏବଂ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ

ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍‌ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍‌ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା…

ବଲିଉଡ ଅଭିନେତ୍ରୀଙ୍କ ମାଆଙ୍କ ଘରୁ ଲକ୍ଷାଧିକ ଟଙ୍କାର ଗହଣା ଚୋରୀ

ନୂଆଦିଲ୍ଲୀ,୨।୭: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ପରିବାର ସହିତ ଜଡିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ଜୁହୁ ଅଞ୍ଚଳରେ ଥିବା ରବୀନା ଟଣ୍ଡନଙ୍କ ମାଆଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri