ନାଗାଲାଣ୍ଡରେ ବିବାହ କଲେ ସିଙ୍ଗର ସନମ ପୁରୀ

ମୁମ୍ବାଇ: ଭାରତୀୟ ପପ ରକ ବ୍ୟାଣ୍ଡ ସନାମର ଲିଡ ସିଙ୍ଗର-ମ୍ୟୁଜିସିୟାନ ସନାମ ପୁରୀ ବିବାହ କରିଛନ୍ତି। ହଁ, ମୋଷ୍ଟ ଡିଜାୟରିଂ ବ୍ୟାଚେଲର୍‌ ସନମ ବର୍ତ୍ତମାନ ବିବାହିତ। ସେ ନାଗାଲାଣ୍ଡରେ ବିବାହ କରିଛନ୍ତି, ଯାହାର ଫଟୋ ସୋସିଆଲ ମିଡିଆରେ ସାମ୍ନାକୁ ଆସିଛି। ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ସେ ତାଙ୍କର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଜୁଚୋବେନି ତୁଙ୍ଗୋଙ୍କୁ ବିବାହ କରିଛନ୍ତି। ବିବାହ ଫଟୋରେ ଏହି ଦମ୍ପତି ବହୁତ ସୁନ୍ଦର ଏବଂ କୁଲ୍‌ ଦେଖାଯାଉଛନ୍ତି। ମହିଳା ପ୍ରଶଂସକଙ୍କ ହୃଦସ୍ପନ୍ଦନ ସନମଙ୍କୁ ଏକ ବ୍ଲାକ ଟକ୍ସିଡୋ ସୁଟରେ ବର ଭାବରେ ଦେଖିବା ପରେ ବନ୍ଦ ହୋଇଯିବ। ଜୁଚୋବେନି ତୁଙ୍ଗୋ ଏକ ଧଳା ରଙ୍ଗର ଏମ୍ବ୍ରୋଡେଡ ଗାଉନରେ ସୁନ୍ଦର ପରି ଦେଖାଯାଉଛନ୍ତି। ଉଭୟ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ତରଫରୁ ଅନେକ ଅଭିନନ୍ଦନ ଗ୍ରହଣ କରୁଛନ୍ତି।
ସନମ ଏବଂ ଜୁଚୋବେନି ତୁଙ୍ଗୋଙ୍କ ବିବାହ ଆଲବମ ଇନଷ୍ଟାଗ୍ରାମରେ ଶେୟାର କରାଯାଇଛି। ଦୁହେଁ ପରସ୍ପରର ହାତ ସବୁଦିନ ପାଇଁ ଧରିଛନ୍ତ। ଜୁଚୋବେନି ଏକ ଅଫ ସୋଲଡର ହ୍ବାଇଟ ଓ୍ବେଡିଂ ଗାଉନରେ ବହୁତ ସୁନ୍ଦର ଦେଖାଯାଉଛନ୍ତି। ସେ ଏହି ଲୁକକୁ ଲଙ୍ଗ ବେଲ ସହିତ କମ୍ପ୍ଲିଟ କରିଛନ୍ତି। ସେ ହାତରେ ଧଳା ଫୁଲର ଗୁଲଦସ୍ତା ଧରି ସନମଙ୍କ ସହ ଏକ ରୋମାଣ୍ଟିକ ପୋଜ ଦେଉଛନ୍ତି । ଏଥି ସହିତ, ସନମ ମଧ୍ୟ ତାଙ୍କ ନଇ ନଭେଲି ଦୁହ୍ଲନିୟା ଉପରେ ଭଲ ପାଉଥିବାର ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri