ବାଲକୋନିରେ ମଡେଲଙ୍କ ସହ ରୋମାନ୍ସରେ ମାତିଥିଲେ ସିଙ୍ଗର, ସ୍ତ୍ରୀ ଚାଲି ଆସିବାରୁ…

ବ୍ରାସିଲିଆ,୨୧ା୫: ବ୍ରାଜିଲର ଜଣାଶୁଣା ଜଣେ ସିଙ୍ଗରଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁର କାରଣ ହେଲା ତାଙ୍କ ରୋମାନ୍ସ। ୨୩ ବର୍ଷୀୟ ଏମ୍‌ସି କେବିନ ଦୁଇ ସପ୍ତାହ ପୂର୍ବରୁ ବିବାହ କରିଥିଲେ। ମାତ୍ର ସେ ତାଙ୍କ ନବବିବାହିତା ସ୍ତ୍ରୀଙ୍କୁ ଲୁଚି ଜଣେ ମଡେଲଙ୍କ ସହ ହୋଟେଲ ବାଲକୋନିରେ ରୋମାନ୍ସ କରୁଥିଲେ। ଏହି ସମୟରେ ସ୍ତ୍ରୀ ଚାଲିଆସିବାରୁ ସେ ହଡ଼ବଡ଼େଇ ଯାଇ ଲୁଚିବାକୁ ଚେଷ୍ଟା କରୁଥିଲେ। ମାତ୍ର ତାଙ୍କ ପାଦ ଖସିଗଲା। ଫଳରେ ସେ ୫ ମହଲା ତଳକୁ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି।

କେବି୍‌ନ ବ୍ରାଜିଲ ସହରର ରିୟୋ ଡିି ଜେନେରିୟୋର ଏକ ହୋଟେଲରେ ତାଙ୍କ ବନ୍ଧୁଙ୍କ ସହ ରହିଥିଲେ। ଏହି ହୋଟେଲରେ ୨୬ ବର୍ଷୀୟା ବିୟାନ୍‌କା ନାମକ ଜଣେ ମଡେଲଙ୍କ ସହ ସାକ୍ଷାତ ହୋଇଥିଲା। ପରିଚୟ ଆଦାନ ପ୍ରଦାନ ପରେ ମିଶିକି ମଦ ପିଇଥିଲେ। ଏହା ପରେ ତାଙ୍କ ବନ୍ଧୁ ବିୟାନ୍‌କାଙ୍କ ସହ ସମ୍ପର୍କ ରଖିବାକୁ ପ୍ରସ୍ତାବ ଦେଇଥିଲେ। କେବିନ୍‌ ତାଙ୍କୁ ସଫା ସଫା କହିଥିଲେ ସେ ବିବାହିତ। ଏ କଥା ମଡେଲଙ୍କୁ କହିବ ନାହିଁ। ବିୟାନ୍‌କା କହିଲେ କେବିନ ତାଙ୍କ ସହ ସମ୍ପର୍କ ରଖିଲେ ତାଙ୍କୁ ୩୯୦ ଡଲାର ଦେବାକୁ ପଡ଼ିବ। ଏଥିରେ ରାଜି ହୋଇଥିଲେ କେବିନ୍‌। ଏପଟେ କେବିନଙ୍କ ସହ ହୋଟେଲକୁ ବି ଯାଇଥିଲେ ତାଙ୍କ ସ୍ତ୍ରୀ। ସ୍ବାମୀଙ୍କୁ ରୁମ୍‌ରେ ନ ପାଇ ସେ ଖୋଜିବାକୁ ଲାଗିଲେ। ସୁରକ୍ଷାକର୍ମୀଙ୍କୁ ଏ ବିଷୟରେ ପଚାରିଲେ। ସୁରକ୍ଷାକର୍ମୀ ଯାଇ କେବିନ୍‌ଙ୍କୁ କହିଥିଲେ ଆପଣଙ୍କ ସ୍ତ୍ରୀ ଆପଣଙ୍କୁ ଖୋଜୁଛନ୍ତି। ଏହା ଜାଣିପାରି କେବିନ ବାଲକୋନିରେ ଲୁଚିବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ତାଙ୍କ ପାଦ ଖସିଗଲା। ଫଳରେ ସେ ୫ ମହଲାରୁ ତଳକୁ ଖସିପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri