ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା

ପଦ୍ମପୁର, ୧୭।୧୧(ଡିଏନଏ) : ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ବର୍ଷା ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ସମୟରେ ଦଳର ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ମନ୍ତ୍ରୀ ରୀତା ସାହୁ, ରାଜ୍ୟ ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?