ଶୁକ୍ରବାରଠୁ ନିୟମ କଡାକଡି, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଜୁଲାଇ ୧ ଅର୍ଥାତ୍‌ ଶୁକ୍ରବାରଠୁ ଭୁବନେଶ୍ବରରେ ଜୁଲାଇ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଉପରେ ପ୍ରତିବନ୍ଧକ ଲଗାଇଛି ବିଏମ୍‌ସି। ପ୍ଲାଷ୍ଟିକ୍‌ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୨୧ରେ ସଂଶୋଧନ ହୋଇଛି । ଏହି ସଂଶୋଧିତ ଆଇନ ଅନୁଯାୟୀ ଆସନ୍ତାକାଲିଠାରୁ ଏହି ନିୟମ କାର୍ଯ୍ୟକାରୀ ହେବ। ଏକକ ବ୍ୟବହାର ପ୍ଲାଷ୍ଟିକ୍‌ର ଉତ୍ପାଦନ, ଆମଦାନୀ, ରପ୍ତାନୀ ଓ ବ୍ୟବହାର ଉପରେ ବିଏମ୍‌ସି ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି। ତେବେ ନିୟମ ଉଲଂଘନ କଲେ ପ୍ଲାଷ୍ଟିକ୍‌ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏ ନେଇ ଭୁବନେଶ୍ବର ମହାନଗର ନିଗମ କମିଶନର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?