Posted inଜାତୀୟ

ବର୍ଷକୁ ୨.୫ ଇଞ୍ଚ ଦବୁଛି ଜୋଷୀମଠ

ନୂଆଦିଲ୍ଲୀ,୧୧ା୧: ଜୋଷୀମଠ ଓ ଏହାର ଆଖପାଖ ଅଞ୍ଚଳର ଭୂମି ପ୍ରତି ବର୍ଷ ୬.୫ ସେଣ୍ଟିମିଟର ବା ୨.୫ ଇଞ୍ଚ ଦବୁଥିବା ବିଶେଷଜ୍ଞମାନେ କହିଛନ୍ତି। ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ରିମୋଟ ସେନ୍ସିଂ ପକ୍ଷରୁ ହୋଇଥିବା ୨ ବର୍ଷର ଅଧ୍ୟୟନରୁ ଏହା ଜଣାପଡ଼ିଛି। ଡେରାଡୁନ୍‌ର ଏହି ସଂସ୍ଥା ଅଧ୍ୟୟନରେ ଜୋଷୀମଠ ଓ ଏହାର ଚତୁଃପାର୍ଶ୍ୱରେ ଥିବା ଅଞ୍ଚଳର ସାଟେଲାଇଟ୍‌ ତଥ୍ୟକୁ ବ୍ୟବହାର କରିଥିଲା। ସେଠାରେ ଅନେକ ଟେକ୍ଟୋନିକ୍‌ ପ୍ରକ୍ରିୟା ଚାଲିଥିବାରୁ ଅତି ସମ୍ବେଦନଶୀଳ ଅଞ୍ଚଳ ବୋଲି ଏଥିରୁ ଜଣାପଡ଼ିଥିଲା। ମାଟି ଦବିବା ଫଳରେ ଜୋଷୀମଠ ସହରର ଘରଗୁଡ଼ିକରେ ଫାଟ ସୃଷ୍ଟି ହେବା ସହ ରାସ୍ତା ଫାଟି ଆଁ କରିଛି। ଏହାକୁ ନେଇ ଲୋକେ ଆତଙ୍କିତ ଥିବାବେଳେ ୧୧୦ରୁ ଊର୍ଦ୍ଧ୍ୱ ପରିବାର ଘରଦ୍ୱାର ଛାଡ଼ି ପଳାଇଲେଣି। ସରକାର ବିପଦସଙ୍କୁଳ ଘରୁ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି ଯୋଜନା କରୁଛନ୍ତି। ତେବେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ଉଚ୍ଛେଦ କାର୍ଯ୍ୟ ବନ୍ଦ ରହିଛି। ଜୋଷୀମଠ ସମେତ ଏହାର ଆଖପାଖ ଅଞ୍ଚଳ ଦବୁଥିବା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri