Posted inଫୁରସତ

ସମୁଦ୍ର ତଳେ ବୁଡ଼ି ରହିଛି ଏସବୁ ସହର

ଜଳବାୟୁ ପରିବର୍ତ୍ତନ ଯୋଗୁ ସମଗ୍ର ବିଶ୍ୱରେ ସମୁଦ୍ର ଜଳସ୍ତର ବଢ଼ିଚାଲିଛି। ଜଳସ୍ତର ବଢ଼ିବା ଯୋଗୁ କେତେକ ସହର ଅସ୍ତିତ୍ୱ ହରାଇଛନ୍ତି।

ଅନ୍ତର୍ଜାତୀୟ ଟିମ୍‌ ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି, ସମୁଦ୍ର ଜଳ ସ୍ତର ବଢ଼ିବା ଯୋଗୁ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବାସୀ ଅସୁରକ୍ଷିତ ହୋଇପଡ଼ିଛନ୍ତି। ସମୁଦ୍ର ନିକଟବର୍ତ୍ତୀ ଅଞ୍ଚଳରେ ଜଳସ୍ତର ଦୁଇ ତିନିଗୁଣ ଅଧିକ ବଢ଼ିଥାଏ।

ୟୁନିଭରସିଟି ଅଫ୍‌ ଇଷ୍ଟ ଆଙ୍ଗଲିଆ ଟିଣ୍ଡାଲ ସେଣ୍ଟର ଫର୍‌ କ୍ଲାଇମେଟ ଚେଞ୍ଜର ଅଧ୍ୟୟନର ମୁଖ୍ୟ ରବର୍ଟ ନିକୋଲାସ କୁହନ୍ତି, ଏହା ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଏବଂ ଚିନ୍ତାଜନକ ବିଷୟ। ରିସର୍ଚ୍ଚରେ ଜଣାପଡ଼ିଛି ତୈଳ, ଗ୍ୟାସ, ଖଣି ଖନନ ଏବଂ ନଦୀବନ୍ଧ ନିର୍ମାଣ ଯୋଗୁ ସହର ସମୁଦ୍ରରେ ବୁଡିଯାଉଛି। ବିଂଶ ଶତାବ୍ଦୀରେ ଜାକର୍ତ୍ତା, ନ୍ୟୁ ଅରଲିୟନ୍ସ, ସଂଘାଇ ଏବଂ ବ୍ୟାଙ୍କକ ତଟବର୍ତ୍ତୀ ଅଞ୍ଚଳ ୬ରୁ ୧୦ ଫୁଟ ପର୍ଯ୍ୟନ୍ତ ପାଣିରେ ବୁଡ଼ି ଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri