ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍‌ଓର ଏହି ପଦକ୍ଷେପରୁ ନିଶ୍ଚିତ ହୋଇଛି। ଗତ ମାସରେ ଚାଇନା ଟିକା ସିନୋଫାର୍ମକୁ ଡବ୍ଲ୍ୟୁଏଚ୍‌ଓ ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଥିଲା।

Share