Posted inଫୁରସତ

ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍‌ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ ସିବିଏସ୍‌ଇ ଟ୍ରେଣ୍ଡ କରିଥିଲେ। ଏସବୁ ମଧ୍ୟରେ ଜଣେ ବାଳକ ଏଭଳି କିଛି ଟୁଇଟ୍‌ କରିଥିଲେ, ଯାହା ଏବେ ବେଶ ଭାଇରାଲ ହେଉଛି।

ପ୍ରଧାନମନ୍ତ୍ରୀ ପରୀକ୍ଷା ରଦ୍ଦ ହୋଇଥିବା ନେଇ ଟୁଇଟ୍‌ କରିବା ପରେ ଅନେକ ଲୋକ ପ୍ରତିକ୍ରିୟା ଦେଇଥଲେ। ସେଥିରେ କୁକି ଅଗ୍ରଓ୍ବାଲ ନାମକ ଜଣେ ଯୁବକ ଥିଲେ। ସାର୍‌, ଫ୍ୟାରଓ୍ବେଲ୍‌(ବିଦାୟ ସମ୍ବର୍ଦ୍ଧନା) ତ କରିଦିଅନ୍ତୁ। +୨ ବିରେ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାର ଇଚ୍ଛା ଥିଲା ବୋଲି ସେ ଟୁଇଟ କରିଥିଲେ। କୁକିଙ୍କ ଏଭଳି କଥାକୁ ଲୋକେ ପସନ୍ଦ କରିବା ସହ ଏହା ଭାଇରାଲ ହୋଇଥିଲା। ପରେ ନେହାଙ୍କୁ ନେଇ ଅନେକ ମେମେ ଶେୟାର କରାଯାଇଥିଲା।

ଦେଖନ୍ତୁ ଟୁଇଟ୍‌:


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri