Posted inଜାତୀୟ

ଏସ୍‌ଆଇଆର୍‌ ବେଳେ ଗଲାଣି ୭୭ ଜୀବନ: ମମତା

ନୂଆଦିଲ୍ଲୀ,୧୨ା୧: ପଶ୍ଚିମବଙ୍ଗରେ ଚାଲିଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିନ୍ଦା କରିଛନ୍ତି। ଏହି ଅଭିଯାନ ବେଳେ ୭୭ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଏବଂ ୪ ଜଣ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଅତ୍ୟନ୍ତ ଦୁଃଖଦାୟକ ବୋଲି ମମତା ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏସ୍‌ଆଇଆର୍‌ ଗଠନମୂଳକ ଏବଂ ଫଳପ୍ରଦ ହେବା ଆବଶ୍ୟକ ବୋଲି ସେ କହିଛନ୍ତି। ତେବେ ଏହି ପ୍ରକ୍ରିୟା ସାଧାରଣ ନାଗରିକଙ୍କୁ ଅସୁବିଧାରେ ପକାଇଛି। ମାନବୀୟ ବିଚରୀ ବିନା ପ୍ରଯୁକ୍ତିଗତ ତଥ୍ୟ ଆଧାରରେ ଭୋଟର ତାଲିକା ସଂଶୋଧନ କରାଯାଉଛି। ଏହା ଉପଯୁକ୍ତ ଯୋଜନାରେ ହେଉ ନ ଥିବା ମମତା ଅଭିଯୋଗ କରିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ: ଆବୁଧାବିରେ ପାକିସ୍ତାନ-ଇଂଲଣ୍ଡ ମ୍ୟାଚ ବାତିଲ

କରାଚୀ,୧ା୩: ଇରାନ ଉପରେ ଆମେରିକାର ଆକ୍ରମଣ ପରେ ସୁରକ୍ଷାଗତ କାରଣ ଦୃଷ୍ଟିରୁ ଆବୁଧାବିରେ ଶନିବାର ପାକିସ୍ତାନ ଶାହିନ୍ସ ଏବଂ ଇଂଲଣ୍ଡ ଲାୟନ୍ସ ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ…

T୨୦ ବିଶ୍ୱକପ୍‌ ଫାଇନାଲ ଜିତିବା ଟିମ୍‌ ହେବ ମାଲାମାଲ, ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍‌ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ।…

ଯୁଦ୍ଧ ଭିତରେ ରାତି ୯ଟା ୩୦ରେ ବସିବ CCS ବୈଠକ, ମୋଦିଙ୍କ ଅଧ୍ୟକ୍ଷତାରେ ହେବ…

ନୂଆଦିଲ୍ଲୀ,୧ା୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଲର୍ଟରେ ମୋଦି ସରକାର। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ଏବଂ ସାମରିକ କାର୍ଯ୍ୟକଳାପ ବିଶ୍ୱବ୍ୟାପୀ ଚିନ୍ତା ବଢ଼ାଇଛି । ଏହି…

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା…

ODI ରୁ ଅବସର ନେଲେ ଏହି ଖେଳାଳି, ଭାରତ ବିପକ୍ଷରେ ମ୍ୟାଚ୍‌ରେ…

ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ମହିଳା କ୍ରିକେଟର ଆଲିସା ହିଲି ଓ୍ବାନଡେ କ୍ରିକେଟରୁ ଅବସର ନେଇଛନ୍ତି । ସେ ମାର୍ଚ୍ଚ ୧ ତାରିଖରେ ଭାରତ ବିପକ୍ଷରେ ତାଙ୍କ କ୍ୟାରିୟରର…

ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀଙ୍କ ହତ୍ୟା: ମୃତଦେହ ନେଲେ ପରିବାର ଲୋକେ

ଦାରିଙ୍ଗବାଡ଼ି,୧ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ପକାରୀ ଜଙ୍ଗଲରେ ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀ ହତ୍ୟା ଘଟଣା ପରେ ରବିବାର ଦାରିଙ୍ଗବାଡ଼ି ପୋଲିସ ବ୍ରହ୍ମପୁର ଏମ୍‌କେସିଜି ପରୀକ୍ଷା…

ହୋର୍ମୁଜରେ ବଢ଼ିଲା ଉତ୍ତେଜନା,ପାକିସ୍ତାନର ୩ ତେଲ ଜାହାଜକୁ ଅଟକାଇଲା ଇରାନ

ତେହେରାନ,୧।୩: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ସାମୁଦ୍ରିକ ସୁରକ୍ଷାକୁ ନେଇ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ରବିବାର ଦିନ ଇରାନ ପକ୍ଷରୁ ପାକିସ୍ତାନ…

ଉତ୍ତର ପ୍ରଦେଶ ସହ ଖାମେନେଇଙ୍କର ଥିଲା ଗଭୀର ସମ୍ପର୍କ! ମୃତ୍ୟୁ ପରେ ମର୍ମାହତ ବାରବାଙ୍କିର ଏହି ଗାଁ

ଲକ୍ଷ୍ନୌ/ତେହରାନ,୧।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଖବର ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri