Posted inଖେଳ

ପ୍ରାରମ୍ଭରୁ ୬ ଉଇକେଟ ହରାଇ ସଙ୍କଟରେ ଶ୍ରୀଲଙ୍କା

କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍‌.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ୨୦୨୩ ଏସିଆ କପ୍‌ ଫାଇନାଲ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଶ୍ରୀଲଙ୍କା ବ୍ୟାଟର ପଡ଼ିଆକୁ ଓହ୍ଲାଇ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ୯ ଓଭର ଖେଳ ସୁଦ୍ଧା ଶ୍ରୀଲଙ୍କା ୩୦ ରନ୍‌ କରି ୬ ଉଇକେଟ ହରାଇ ସଙ୍କଟରେ ପଡ଼ିଛି।

ମହମ୍ମଦ ସିରାଜଙ୍କ ଦମ୍‌ଦାର ବୋଲିଂରେ ଶ୍ରୀଲଙ୍କା ଧରାସାୟୀ ହୋଇପଡିଛି। ମହମ୍ମଦ ସିରାଜ ୫ ଓଭର ବୋଲିଂ କରି ୭ ରନ୍‌ ଦେଇ ୫ ଉଇକେଟ ନେବାରେ ସଫଳ ହୋଇଛନ୍ତି। ଅନ୍ୟପକ୍ଷେ ଯଶପ୍ରୀତ ବୁମ୍ରା ଗୋଟିଏ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri