Posted inଖେଳ

ପଡ଼ିଆରେ ଝଗଡା କରି ସିରାଜ-ହେଡ୍‌ଙ୍କୁ ପଡ଼ିଲା ମହଙ୍ଗା: ଲାଗିଲା ଜୋରିମନା

ଆଡିଲେଡ,୯।୧୨: ଆଡିଲେଡ ଟେଷ୍ଟ ସମୟରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଏବଂ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗି ରହିଥିଲା। ହେଡଙ୍କୁ ଆଉଟ୍‌ କରିବା ପରେ ସିରାଜ ଆକ୍ରମଣାତ୍ମକ ଶୈଳୀ ପ୍ରଦର୍ଶନ କରିଥିଲେ। ହେଡ୍‌ ମଧ୍ୟ ଏହାର ଉତ୍ତର ଦେଇଥିଲା। ଆଇସିସି ଏହି ପ୍ରସଙ୍ଗରେ ଏକ ବଡ ପଦକ୍ଷେପ ନେଇଛି। ଏହି ଝଗଡା ସିରାଜ ଏବଂ ହେଡଙ୍କ ପାଇଁ ମହଙ୍ଗା ପଡିଥିଲା। ଆଇସିସି ସିରାଜ ଏବଂ ହେଡଙ୍କ ଉପରେ ଜୋରିମନା ଲଗାଇଛି। ଏହି ଦୁଇ ଖେଳାଳିଙ୍କ ମ୍ୟାଚ ଫି କଟିଛି।
ମହମ୍ମଦ ସିରାଜ ଏବଂ ଟ୍ରାଭିସ ହେଡ ମ୍ୟାଚର ୨୦ ପ୍ରତିଶତ ଜୋରିମନା ଦେବାକୁ ପଡିବ। ଆଇସିସି ଆଚରଣ ବିଧି ଅନୁଯାୟୀ ସିରାଜ ଧାରା ୨.୫ର ନିୟମ ଭାଙ୍ଗିଛନ୍ତି।
ଟିମ ଇଣ୍ଡିଆର ଦ୍ରୁତ ବୋଲର ସିରାଜ ଏବଂ ଅଷ୍ଟ୍ରେଲୀୟ ଖେଳାଳି ହେଡ ନିଜ ନିଜ ଭୁଲ ଗ୍ରହଣ କରିଛନ୍ତି। ମ୍ୟାଚ ଫି ଜୋରିମନା ସହିତ ସିରାଜଙ୍କୁ ମଧ୍ୟ ଗୋଟିଏ ଡେରିମିଟ ପଏଣ୍ଟ ଦିଆଯାଇଛି। ହେଡ୍‌ଙ୍କ ଆକାଉଣ୍ଟରେ ଗୋଟିଏ ଡେରିମିଟ ପଏଣ୍ଟ ମଧ୍ୟ ଯୋଡା ଯାଇଛି। ଉଭୟ ୨୪ ମାସ ମଧ୍ୟରେ ପ୍ରଥମ ଥର ପାଇଁ ଏପରି ଭୁଲ କରିଛନ୍ତି। ଆଇସିସି ମ୍ୟାଚ ରେଫରି ରଂଜନ ମୁଦୁଗଲେ ଏହି ଦୁଇ ଖେଳାଳିଙ୍କ ବିଷୟରେ ଅବଗତ ହୋଇଛନ୍ତି। ସିରାଜ-ହେଡ ନିଜେ ମ୍ୟାଚ ରେଫରିଙ୍କ ଆଗରେ ଭୁଲ ଗ୍ରହଣ କରିଛନ୍ତି।
ଦିନରାତି ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ପିଙ୍କ୍‌ ବଲ ଟେଷ୍ଟରେ ଭାରତର ପରାଜୟର ମୁଖ୍ୟ କାରଣ ଥିଲା ଟ୍ରାଭିସ ହେଡ। ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ସେ ଏକ ଶତକ ହାସଲ କରିଥିଲେ। ହେଡ ୧୪୧ ବଲ ସମ୍ମୁଖରେ ୧୪୦ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri