Posted inଖେଳ

ଉଇକେଟ ନେଇ ଫୁଟ୍‌ବଲର ଜୋଟାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସିରାଜ

ଲଣ୍ଡନ,୧୨ା୭: ନିକଟରେ କାର୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପର୍ତ୍ତୁଗୀଜ ଫୁଟ୍‌ବଲର ଡିଏଗୋ ଜୋଟାଙ୍କ ପ୍ରତି ଭାରତୀୟ ପେସର ମହମ୍ମଦ ସିରାଜ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ସିରାଜ ଘରୋଇ ଦଳର ଉଇକେଟକିପର ବ୍ୟାଟର ଜେମି ସ୍ମିଥଙ୍କୁ ଆଉଟ୍‌ କରିବା ପରେ ସିରାଜ ଦୁଇ ହାତର ଆଙ୍ଗୁଠି ଜରିଆରେ ନମ୍ବର ୨୦ ସଙ୍କେତ ଦେଖାଇଥିଲେ, ଯାହାକି ଜୋଟାଙ୍କ ଜର୍ସି ନମ୍ବର ଥିଲା। ପରେ ସିରାଜ ଉଭୟ ହାତ ଟେକି ଫୁଟବଲରଙ୍କ ପ୍ରତି ସମ୍ମାନ ଜଣାଇଥିଲେ।

ଆମେ ଗତ ମ୍ୟାଚ୍‌ରେ ଦୁର୍ଘଟଣାରେ ଜୋଟାଙ୍କ ମୃତ୍ୟୁ ଖବର ପାଇଥିଲୁ। ମୁଁ ଜଣେ ପର୍ତ୍ତୁଗାଲ ଦଳର ଫ୍ୟାନ ଏବଂ କ୍ରିଷ୍ଟିଆନୋ ରୋନାଲ୍ଡୋ ମଧ୍ୟ ସମାନ ଦଳ ପାଇଁ ଖେଳନ୍ତି। ଏଣୁ ଏହି ଖବର ମୋତେ ଭାବବିହ୍ବଳ କରିଥିଲା। ମୁଁ ଗତ ମ୍ୟାଚ୍‌ରେ ତାଙ୍କୁ ସମ୍ମାନ ଜଣାଇବାକୁ ଚାହୁଁଥିଲି। ମୁଁ ଏହି ସମ୍ପର୍କରେ କୁଲଦୀପ ଯାଦବଙ୍କ ସହ କଥା ମଧ୍ୟ ହୋଇଥିଲି। ଏଣୁ ମୁଁ ଉଇକେଟ ପାଇବା ପରେ ସେଭଳି ସଙ୍କେତ କରିଥିଲି ବୋଲି ସିରାଜ କହିଛନ୍ତି। ଏତଦ୍‌ ବ୍ୟତୀତୀ ଜୀବନର ଅନିଶ୍ଚିତତା ସମ୍ପର୍କରେ ସେ ପ୍ରକାଶ କରିଛନ୍ତି ଯେ, ଜୀବନ ଅତ୍ୟନ୍ତ ଅପ୍ରତ୍ୟାଶିତ। ଆମେ କାହା ପାଇଁ ଲଢ଼ୁଛୁ, କାହା ପାଇଁ କରୁଛୁ, କିନ୍ତୁ ଆସନ୍ତା କାଲି କଥା କାହାକୁ ଜଣା ନାହିଁ। ଜୀବନରେ କିଛି ବି ନିଶ୍ଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri