ଇଭିଏମ୍‌, ବାଲଟରେ ମଧ୍ୟ କେଶବ ପଛରେ

ଲକ୍ଷ୍ନୌ,୧୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୭୩ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଇତିମଧ୍ୟରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ନିଜ ଗଡ଼ରେ ହିଁ ପରାଜୟର ସାମ୍ନା କରିବାକୁ ପଡ଼ିଛି। କୋଶାମ୍ବି ଜିଲାର ସିରଥୁ ଆସନର ବିଧାୟକ ଥିବା କେଶବ ପ୍ରସାଦ ମୌର୍ଯ୍ୟ ଏସ୍‌ପି-ଅପନା ଦଳ(କେ)ର ମେଣ୍ଟ ପ୍ରାର୍ଥୀ ପଲ୍ଲବୀ ପଟେଲଙ୍କଠାରୁ ପରାସ୍ତ ହୋଇଛନ୍ତି। ଏପରିକି କେଶବ କେବଳ ଇଭିଏମ୍‌ରୁ ନୁହେଁ ପୋଷ୍ଟାଲ ବାଲଟରେ ମଧ୍ୟ ପଛରେ ରହିଛନ୍ତି। କେଶବଙ୍କୁ ପୋଷ୍ଟାଲ ବାଲଟରେ ୨୧୪ ଭୋଟ ମିଳିଥିବା ବେଳେ ପଲ୍ଲବୀଙ୍କୁ ୭୧୦ ଭୋଟ ମିଳିଛି। ସେହିପରି ଇଭିଏମ୍‌ରେ କେଶବଙ୍କୁ ୯୮୭୨୭ ଭୋଟ ମିଳିଥିବା ବେଳେ ଏସ୍‌ପି ପ୍ରାର୍ଥୀ ପଲ୍ଲବୀ ୧୦୫୫୬୮ ଭୋଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri