ତେଲ ଆଭିଭ ନିକଟରେ ଶୁଭିଲା ବିସ୍ଫୋରଣ ଶବ୍ଦ, ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ

ଜେରୁଜେଲମ,୭।୧୦: ଶନିବାର ସକାଳେ ଗାଜା ଏବଂ ବୃହତ ତେଲ ଆଭିବ ଅଞ୍ଚଳରେ ଦକ୍ଷିଣ ଅଞ୍ଚଳରେ ରକେଟ ଚେତାବନୀ ଦେଉଥିବା ସାଇରନ ଧ୍ୱନି ଦୀର୍ଘ ସମୟ ପର୍ଯ୍ୟନ୍ତ ବାଜିଥିଲା। ତେବେ ବିସ୍ଫୋରଣ ସମ୍ପର୍କରେ ସେନା ପକ୍ଷରୁ କୌଣସି ତତକ୍ଷଣାତ ବିବରଣୀ ଦିଆଯାଇ ନାହିଁ। ତେଲ ଆଭିଭ ଏବଂ ଜେରୁଜେଲମ ବାହାରେ ଥିବା ସହରରେ ବିସ୍ଫୋରଣ ଶୁଣିବାକୁ ମିଳିଥିଲା।

ଗାଜା ବାସିନ୍ଦା କହିଛନ୍ତି ଯେ ସେମାନେ ଦକ୍ଷିଣ ଖାନ ୟୁନିସ ସହର ନିକଟରେ ଇସ୍ରାଏଲ ସହିତ ଅଲଗାବ ବାଡ଼ରେ ସଶସ୍ତ୍ର ସଂଘର୍ଷ ଶୁଣିଥିଲେ ଏବଂ ସଶସ୍ତ୍ର ସଂଗ୍ରାମୀଙ୍କ ମହତ୍ୱପୂର୍ଣ୍ଣ କାର୍ଯ୍ୟକଳାପ ଦେଖିଥିଲେ। ଇସ୍ରାଏଲର ଆମ୍ବୁଲାନ୍ସ ସେବା କହିଛି ଯେ ଗାଜା ନିକଟ ଦକ୍ଷିଣ ଇସ୍ରାଏଲ ଅଞ୍ଚଳକୁ ଟିମ ପଠାଯାଇଛି ଏବଂ ସେଠାକାର ବାସିନ୍ଦାଙ୍କୁ ଘର ଭିତରେ ରହିବାକୁ ଚେତାବନୀ ଦିଆଯାଇଛି, କିନ୍ତୁ କୌଣସି ଆହତଙ୍କ ସମ୍ପର୍କରେ ତୁରନ୍ତ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri