Posted inଜାତୀୟ

୮ ବଡ଼ ନେତାଙ୍କୁ ବାହାର କରିଦେଲା ଏହି ଦଳ, ଥିଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ, ୩୦।୦୭: ଶିରୋମଣି ଅକାଳି ଦଳ ଭିତରେ ବିଶୃଙ୍ଖଳା ବୃଦ୍ଧି ପାଇବାରେ ଲାଗିଛି । ଏହି ସମୟରେ ଦଳର ଶୃଙ୍ଖଳା କମିଟି ନେତା ଗୁରୁପ୍ରତାପ ସିଂ ୱାଡାଲା, ବିବି ଜାଗିର କୌର, ପୂର୍ବତନ ସାଂସଦ ପ୍ରଫେସର ପ୍ରେମ ସିଂ ଚାନ୍ଦୁମଜ୍ରା, ପରମିନ୍ଦର ସିଂ ଧିନ୍ଦସା, ସିକନ୍ଦର ସିଂ ମାଲୁକା, ସୁରଜିତ ସିଂ ରାଖରାଙ୍କ ସମେତ ମୋଟ ୮ ଜଣ ବରିଷ୍ଠ ନେତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛନ୍ତି। ଏହି ନେତାମାନଙ୍କ ନାମରେ ଦଳରେ ବିଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଥିଲା ।

ଦଳରେ ଚାଲିଥିବା ଏହି ଅସନ୍ତୋଷ ଯୋଗୁଁ ଦଳର କିଛି ନେତା ପାର୍ଟି ଅଧ୍ୟକ୍ଷ ସୁଖବୀର ସିଂ ବାଦଲଙ୍କ ବିରୋଧରେ ବିଦ୍ରୋହୀ ଆଭିମୁଖ୍ୟ ଗ୍ରହଣ କରିଥିଲେ। ବିଦ୍ରୋହୀ ନେତାମାନେ ସୁଖବୀର ବାଦଲଙ୍କୁ ଦଳର ସଭାପତି ପଦରୁ ହଟାଇବାକୁ ଦାବି କରିଥିଲେ । ଏହା ପରେ ଦଳ ଏହି ବିଦ୍ରୋହୀ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri