Posted inଜାତୀୟ

ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ପହଞ୍ଚିଲେ ସିସୋଡିଆ, ୬ ଘଣ୍ଟା ପାଇଁ ଅନୁମତି ଦେଇଛନ୍ତି କୋର୍ଟ

ନୂଆଦିଲ୍ଲୀ,୧୧।୧୧: କୋର୍ଟର ଅନୁମତି ପରେ ପୋଲିସ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ଶନିବାର ଆସିଛନ୍ତି। ସିସୋଡିଆଙ୍କୁ ସକାଳ ୧୦ ଟାରୁ ୬ଟା ପର୍ଯ୍ୟନ୍ତ ସାକ୍ଷାତ କରିବାକୁ କୋର୍ଟ ଅନୁମତି ଦେଇଛନ୍ତି।

ଜେଲରେ ଥିବାବେଳେ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ସାକ୍ଷାତ କରିବାକୁ ସିସୋଡିଆ ଏକ ଆବେଦନ କରିଥିଲେ। ସ୍ବତନ୍ତ୍ର ବିଚାରପତି ଏମ.କେ ନାଗପାଳ ଶୁକ୍ରବାର ସିସୋଡିଆଙ୍କ ପିଟଶନର ଶୁଣାଣି କରିଥିଲେ। ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ସିବିଆଇ ଏବଂ ଇଡି ମାମଲାର ଶୁଣାଣି କରୁଛି କୋର୍ଟ। ସିବିଆଇ ସହିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କୁ ଜଣେ ଅଭିଯୁକ୍ତ ଭାବେ ଦର୍ଶଯାଇଛି। ଉଭୟ ମାମଲାରେ ସିସୋଡିଆ ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri