Odisha Elections 2024
Posted inଜାତୀୟ

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ଇଡି ଏବଂ ସିବିଆଇ ମାମଲାରେ ମନୀଷ ସିସୋଡିଆ ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମନୀଷ ସିସୋଡିଆଙ୍କ ଜାମିନ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଶୁଣାଣି କରିବେ।

ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆ ତାଙ୍କ ପିଟିସନରେ ସିବିଆଇ ଏବଂ ଇଡି ମାମଲାରେ ଜାମିନ ନାମଞ୍ଜୁର ହେବାର ଆଦେଶକୁ ଚ୍ୟାଲେଞ୍ଜ କରିଛନ୍ତି। ତାଙ୍କ ଓକିଲ ଦିଲ୍ଲୀର କାର୍ଯ୍ୟକାରୀ ପ୍ରଧାନ ବିଚାରପତିଙ୍କ ଆଗରେ ଏହି ବିଷୟରେ ଉଲ୍ଲେଖ କରିଛନ୍ତି ଏବଂ କହିଛନ୍ତି ଯେ ଆବେଦନକାରୀ ବିଧାନସଭା ସଦସ୍ୟ ଏବଂ ଏବେ ନିର୍ବାଚନ ଋତୁ ଚାଲିଛି। ତେଣୁ ତାଙ୍କୁ ଜାମିନ ପ୍ରଦାନ କରାଯିବା ଉଚିତ୍‌।
ଏହା ଉପରେ ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟକାରୀ ପ୍ରଧାନ ବିଚାରପତି କହିଛନ୍ତି, ‘ଆସନ୍ତାକାଲି ଏହି ଆବେଦନ ଆସିବାକୁ ଦିଅନ୍ତୁ, ବିଚାରପତି ଫାଇଲ ପଢ଼ନ୍ତୁ। ଯଦି ତୁମର କାଗଜପତ୍ର ଆଜି ରାତି ୧୨ଟା ୩୦ ସୁଦ୍ଧା ଠିକ ଅଛି, ତେବେ ସେମାନେ ଆସନ୍ତାକାଲି ଆମ ସହିତ ରହିବେ। ସୂଚନାଯୋଗ୍ୟ, ରାଉଜ ଏଭେନ୍ୟୁ କୋର୍ଟ ମନିଷ ସିସୋଡିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ...

ପିକେଙ୍କ ଭବିଷ୍ୟବାଣୀ ବଢାଇପାରେ ରାଜନୀତିର ପାରା! କେତେ ଆସନରେ ଜିତିବ ଭାଜପା କହିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୭।୫: ରାଜନୀତିର ବିଶ୍ଳେଷକ ବା ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ଅନେକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ...

ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍‌ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା।...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଶସ୍ତା ହେଲା ୪୧ ଔଷଧର ଦାମ୍‌

ନୂଆଦିଲ୍ଲୀ,୧୭।୫:ମଧୁମେହ, ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ, ସଂକ୍ରମଣ ଏବଂ ଆଲର୍ଜି ପାଇଁ ଔଷଧ ଶସ୍ତା ହୋଇଛି। କେନ୍ଦ୍ର ସରକାର ଏହିସବୁ ଔଷଧ ଗୁଡିକର ନୂତନ ମୂଲ୍ୟ ସ୍ଥିର...

୩ ବର୍ଷର ଝିଅକୁ କାର୍‌ ଭିତରେ ଛାଡି ମା’ବାପା ଗଲେ ବିବାହ ଭୋଜି: ପରେ ଆସି ଦେଖିବାରୁ…

କୋଟା, ୧୭।୫:ରାଜସ୍ଥାନର କୋଟାରେ ଗୁରୁବାର ଏକ ବନ୍ଦ କାର୍‌ରେ ଜଣେ ୩ ବର୍ଷୀୟା ଝିଅର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ପ୍ରଦୀପ ନାଗର...

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ...

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ମମତା ବାନାର୍ଜୀ

କୋଲକତା,୧୭।୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ୨୪ ଘଣ୍ଟା ମଧ୍ୟରେ ତାଙ୍କ ବିବୃତ୍ତିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ସେ କହିଥିଲେ...

ଜିତିଲେ ସିବଲ, ସୁପ୍ରିମକୋର୍ଟ ବାର ଆସୋସିଏଶନର ଅଧ୍ୟକ୍ଷ ହେଲେ କପିଲ ସିବଲ

ନୂଆଦିଲ୍ଲୀ,୧୬।୫: ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟ ବାର ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର (୧୬ ମେ’) ରେ ଅନୁଷ୍ଠିତ ନିର୍ବାଚନରେ କପିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri