Posted inଜାତୀୟ

ସିସୋଡିଆଙ୍କ ଗିରଫ ମାମଲା: ହୋଲିରେ ପୂରାଦିନ ପ୍ରାର୍ଥନା କରିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୭।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସିବିଆଇ, ଇଡି ଜେରା କରୁଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ମନୀଷ ସିସୋଡିଆ ଦିଲ୍ଲୀର ବିଦ୍ୟାଳୟଗୁଡ଼ିକୁ ପରିବର୍ତ୍ତନ କରି ଗରିବ ପିଲାମାନଙ୍କୁ ଶିକ୍ଷା ପ୍ରଦାନ କରିଥିଲେ, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି ମିଥ୍ୟା ମାମଲା ରୁଜୁ କରି ସିସୋଡିଆଙ୍କୁ ଜେଲ ପଠାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ହୋଲିରେ ପୂରାଦିନ ଦେଶ ପାଇଁ ପ୍ରାର୍ଥନା କରିବି।
କେଜ୍‌ରିଓ୍ବାଲ ପୁଣି କହିଛନ୍ତି, ସାରା ଦେଶରେ ସରକାରୀ ବିଦ୍ୟାଳୟଗୁଡ଼ିକର ଅବସ୍ଥା ଖରାପ। ତଥାପି ଗରିବ ଲୋକମାନେ ନିଜ ପିଲାଙ୍କୁ ବାଧ୍ୟ ହୋଇ ପଢିବାକୁ ଛାଡୁଛନ୍ତି। ସ୍ବାଧୀନତାର ୭୫ବର୍ଷ ପରେ ଏପରି ଜଣେ ବ୍ୟକ୍ତି ଆସିଲେ, ଯିଏ ସରକାରୀ ବିଦ୍ୟାଳୟଗୁଡ଼ିକୁ ପରିବର୍ତ୍ତନ କରି ଧନୀ ପିଲାଙ୍କ ପରି ଗରିବ ପିଲାମାନଙ୍କୁ ଶିକ୍ଷା ଦେଇଥିଲେ। ମନୀଷ ସିସୋଡିଆ ଦେଶ ପାଇଁ ମଧ୍ୟ ନିଜ ଜୀବନ ଦେଇପାରିବେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri