ଭାଇ ଚାହୁଁଥିଲେ ୫ମ ସନ୍ତାନ, ଏହି ଇଚ୍ଛାକୁ ସ୍ତ୍ରୀ ନୁହନ୍ତି; ଏମିତି ପୂରଣ କଲେ ଭଉଣୀ

ଓ୍ବାଶିଂଟନ,୨୬।୪: ସମାଜରେ ଭାଇ-ଭଉଣୀ ସମ୍ପର୍କ ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ। ମାତ୍ର ଯେତେବେଳେ ଶୁଣିବାକୁ ମିଳେ ଯେ, ଭାଇଙ୍କ ପିଲାକୁ ଭଉଣୀ ଜନ୍ମ ଦେଇଛନ୍ତି ତାହା ନିଶ୍ଚିତ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ ହୋଇଛି ଓ୍ବାଶିଂଟନ୍‌ରେ। ଭାଇଙ୍କ ୫ମ ସନ୍ତାନକୁ ଭଉଣୀ ଜନ୍ମ ଦେଇଛନ୍ତି। ଏହି ଘଟଣା ଏବେ ସମଗ୍ର ଆମେରିକାରେ ଚର୍ଚ୍ଚା ହେଉଛି।

ଏକ ରିପୋର୍ଟ ଅନୁଯାୟୀ, ଜଣେ ବ୍ୟକ୍ତିଙ୍କର ୪ଟି ସନ୍ତାନ ଥିଲେ। ମାତ୍ର ସେ ୫ମ ସନ୍ତାନ ଚାହୁଁଥିଲେ। କାରଣ ୫ମ ସନ୍ତାନ ଆସିଲେ ତାଙ୍କ ପରିବାର ପୂରା ହୋଇଯିବ। କିନ୍ତୁ ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କ ସ୍ତ୍ରୀ ୫ମ ସନ୍ତାନ ଜନ୍ମ ଦେଇପାରିବେ ନାହିଁ ବୋଲି ଡାକ୍ତର କହିଥିଲେ। ତେଣୁ ଭାଇଙ୍କ ଏହି ଇଚ୍ଛା ପୂରଣ କରିବାକୁ ୨୭ ବର୍ଷୀୟା ଭଉଣୀ ହିଲ୍‌ଦେ ପେରିଙ୍ଗରେ ଏହି ବଡ଼ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସେ ସରୋଗେସି ପ୍ରେଗ୍‌ନାଣ୍ଟ ହୋଇଥିଲେ। ଡେଲିଭରି ପରେ ସେ ତାଙ୍କ ଭାଇ-ଭାଉଜଙ୍କୁ ୫ମ ସନ୍ତାନ ସମର୍ପି ଦେଇଛନ୍ତି। ଯେଉଁ ଖବର ଏବେ ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri