ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା ଗ୍ରାମର ଶୁକଦେବ ମହାନନ୍ଦ(୫୦) କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 

 

Share