ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ କହିିଛି, ଟିକ୍‌ଟକ୍‌ରେ ନିଜ ନିଜର ଲୋକପ୍ରିୟତାକୁ ନେଇ ଦୁହିଁଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିଲା। ମଙ୍ଗଳବାର ରାତିରେ ୧୮ ବର୍ଷୀୟା କାଇନାତ୍‌ ୧୫ ବର୍ଷୀୟା ସାନ ଭଉଣୀ ଜୋବିଆଙ୍କ ଉପରେ ଟିକ୍‌ଟକ୍‌ ଫଲୋଅର୍ସ ଚୋରି ଅଭିଯୋଗ ଆଣି ହତ୍ୟା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri