ମୁଁ ତା ବିଷୟରେ ଯେତିକି ଜାଣିଥିଲି, ତା’ଠାରୁ ବେଶି ସେ ମୋ ବିଷୟରେ ଜାଣିଥିଲା: ବୋଥ୍ରା

ନୟାଗଡ଼ ଅଫିସ,୨୪।୧୨: ଶିଶୁକନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ପୋଖରୀ କୂଳକୁ ନେଇ ହତ୍ୟାକାଣ୍ଡର ଡେମୋ କରାଇଛି ଏସ୍‌ଆଇଟି। ଏହି ସମୟରେ ପ୍ରତିକ୍ରିୟା ରଖି ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି, ସରୋଜଙ୍କ ପରିବାରର କେହି ସଦସ୍ୟ ଘଟଣା ଜାଣିଛନ୍ତି। ଆମେ ସେ ବିଷୟରେ ତଦନ୍ତ କରୁଛୁ। କିଏ କେବେ ଏକଥା ଜାଣିଲେ, ସେ ତଦନ୍ତ ଚାଲିଛି। ରିମାଣ୍ଡରେ ସରୋଜ ପୋଲିସର ତଦନ୍ତକୁ ଟ୍ରାକିଂ କରୁଥିବା ଜଣାପଡ଼ିଛି। ଏମିତିକି ମୋ ବିଷୟରେ ସେ ଗୁଗଲରୁ ବହୁତ ତଥ୍ୟ ସଂଗ୍ରହ କରିଥିଲା। ମୁଁ ତା ବିଷୟରେ ଯେତିକି ଜାଣିଥିଲି, ତାଠାରୁ ବେଶୀ ସେ ମୋ କଥା ଜାଣିଥିଲା। ସେ ଏସ୍‌ଆଇଟି ତଦନ୍ତ ନେଇ ନିୟମିତ ନ୍ୟୁଜ ଦେଖୁଥିଲା। ରିମାଣ୍ଡରେ ସରୋଜ କେତେବେଳେ ରାଗୁଛି ତ କେତେବେଳେ ସ୍ବାଭାବିକ ରହୁଥିବା ବୋଥ୍ରା କହିଛନ୍ତି।

ପ୍ରକାଶ ଯେ, ଆଜି ସରୋଜର ରିମାଣ୍ଡ ଅବଧୀ ଶେଷ ହେଉଛି। ଏହା ପୂର୍ବରୁ ସରୋଜଙ୍କୁ ଆଣି ଘଟଣାସ୍ଥଳରେ ସିନ୍‌ ରିକ୍ରିଏଟ୍‌ କରିଛି ଏସ୍‌ଆଇଟି। ଏହାଛଡ଼ା ସରୋଜଙ୍କ ମା’ ଓ ଭଉଣୀଙ୍କୁ ମଧ୍ୟ ଘରେ ପଚରାଉଚରା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri