ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍‌ ଫନେସିକ୍‌ ଓ ଡିଜିଟାଲ ଆଧାରରେ ଉପଯୁକ୍ତ ପ୍ରମାଣପତ୍ର ଏସ୍‌ଆଇଟି ସଂଗ୍ରହ କରିବା ସହ ୩୦ ଦିନ ମଧ୍ୟରେ ଚାର୍ଜସିଟ୍‌ ଦାଖଲ କରିବ। ଯଦ୍ୱାରା ମାମଲାର ଶୀଘ୍ର ଶୁଣାଣି ହୋଇପାରିବ। ଅତିରିକ୍ତ ଡିଜିପି ଆର୍‌କେ ଶର୍ମା ଗଞ୍ଜାମର ଛତ୍ରପୁରଠାରେ ଉପସ୍ଥିତ ରହି ଆଇନଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri