ଆଖଣ୍ଡଳମଣିଙ୍କ ପୀଠରେ ଶୀତଳ ଉପଚାର ନୀତି, ଗୋପାଳଙ୍କ ଜଳଲାଗି ଆରମ୍ଭ

ଆରଡି, ୧୪ା୪(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପଣା ସଂକ୍ରାନ୍ତିଠାରୁ ଶୀତଳ ଉପଚାର ନୀତି ଆରମ୍ଭ ହୋଇଛି । ଏହା ଏକମାସ ଧରି ଚାଲିବ । ପ୍ରବଳ ଗ୍ରୀଷ୍ମ ପ୍ରବହରେ ବାବାଙ୍କୁ ଶୀତଳ ସ୍ପର୍ଶ ଦେବା ଲାଗି ଏହି ପରମ୍ପରା ରହି ଆସିଛି । ମଣିବାବାଙ୍କ ମସ୍ତକ ଉପରି ଭାଗରେ ରନ୍ଧ୍ରଥିବା ପିତ୍ତଳ ସୁବାସିତ ଜଳପୂର୍ଣ୍ଣ ପାତ୍ର ଝୁଲାଇ ଦିଆଯାଇଛି। ସେଥିରୁ ଟୋପାଟୋପା ହୋଇ ଜଳ ଦିନ ତମାମ ବାବାଙ୍କ ମସ୍ତକରେ ପଡିବାର ବ୍ୟବସ୍ଥା କରାଯାଇଛି। ଗୁରୁବାର ଭୋର ୫ଟାରେ ମନ୍ଦିରରେ ପହୁଡ ଖୋଲାଯିବା ପରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ସମ୍ପନ୍ନ ହୋଇଥିଲା । ସକାଳ ୬ଟାରେ ସ୍ଥାନୀୟ ଗୋପାଳ ମାନେ ଲମ୍ବା ଲାଇନରେ ଆସି ମନ୍ଦିର ଗର୍ଭଗୃହକୁ ଯାଇ ଜଳଲାଗି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ମାନିଲେ କମିବ କରୋନା

ଢେଙ୍କାନାଳ ଅଫିସ, ୨୧।୪ ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା। ସହରାଞ୍ଚଳରେ ସଂକ୍ରମଣ ବଢିବାରେ ଲାଗିଛି। ଅଧିକ ଶକ୍ତିଶାଳୀ ହୋଇ ବାହୁଡ଼ିଥିବା ଭୂତାଣୁକୁ ପ୍ରତିହତ କରିବା ଏବେ...

୬୧ହଜାର ଟଙ୍କା ଜରିମାନା ଆଦାୟ କଲା ସିଏମ୍‌ସି

କଟକ ଅଫିସ,୮ା୪: କୋଭିଡ୍‌ ନିୟମ ଉଲଙ୍ଘନ ଅଭିଯୋଗରେ ସିଏମ୍‌ସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ବୁଧବାର ସହରର ବିଭିନ୍ନ ଦୋକାନରେ ଚଢାଉ କରି ୬୧ ହଜାର ଟଙ୍କା...

ବିପୁଳ ପରିମାଣରେ ନକଲି ସିମେଣ୍ଟ ଜବତ

କଟକ ଅଫିସ,୩।୧: କଟକ ଜିଲା ଜଗତପୁର ଥାନା ଅନ୍ତର୍ଗତ ଚମ୍ପତି ଗ୍ରାମରେ ନକଲି ସିମେଣ୍ଟ ଜବତ ହୋଇଛି । ମା’ ତାରିଣୀ ନାମକ ଏକ ଘରୋଇ...

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ

ପୁରୀ ଅଫିସ, ୧୧ା୮: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର...

ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି...

କେନ୍ଦୁଝର ଜିଲା ପାଇଁ ଭାଜପା କ’ଣ କରିଛି: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୭।୪(ସ୍ବ.ପ୍ର.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଜିଲା ସଦର ନିିର୍ବାଚମଣ୍ଡଳୀ ଗସ୍ତ କରି ନିର୍ବାଚନୀ ପ୍ରଚାର କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ...

ମୁରୁଜରେ ସ୍ବଚ୍ଛତା ବାର୍ତ୍ତା ଦେଲେ କିନ୍ନର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସ୍ମାର୍ଟସିଟି ଭୁବନେଶ୍ୱରକୁ ଶୀର୍ଷରେ ପହଞ୍ଚାଇବାକୁ ବିଏମ୍‌ସି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଆଧାରରେ ସହରକୁ ସ୍ବଚ୍ଛ ରଖିବା ପାଇଁ...

ଆଜି ଶ୍ରୀମନ୍ଦିରରେ ବନକଲାଗି: ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୫।୧୨: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି...

Advertisement
Archives

Model This Week