Posted inଜାତୀୟ

୭୦ ଫୁଟ୍‌ ଖାଇକୁ ଖସିଲା କାର୍‌: ୨ ମୃତ

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶର ସୀତାପୁର ଜିଲାର କମଳାପୁର ଅଞ୍ଚଳରେ ସୋମବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ନିୟନ୍ତ୍ରଣ ହରାଇ ୭୦ ଫୁଟ୍‌ ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ କାରରେ ଥିବା ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ପୋଲିସ ଉଭୟ ମୃତକଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଉଭୟ ଆହତଙ୍କୁ ପ୍ରଥମ ଚିକିତ୍ସା ପରେ ଭଲ ଚିକିତ୍ସା ପାଇଁ ଲକ୍ଷ୍ନୌକୁ ପଠାଯାଇଛି। ଲକ୍ଷ୍ନୌରୁ ସୀତାପୁର ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri