Posted inଜାତୀୟ

ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ,୧୨।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇ ୟେଚୁରୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୧୯ ଅଗଷ୍ଟରେ ଏମ୍ସର ICU ରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri