Posted inଜାତୀୟ

ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ,୧୨।୯: ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇ ୟେଚୁରୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୧୯ ଅଗଷ୍ଟରେ ଏମ୍ସର ICU ରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀଙ୍କୁ ‘ବାଲ୍ ସାହିତ୍ୟ ପୁରସ୍କାର-୨୦୨୫’

ଭୁବନେଶ୍ୱର,୧୨ା୧୧: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ସାରା ଦେଶର ମୋଟ୍ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି। ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ...

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼...

ଦରମାରେ ଚଳିପାରୁନାହାନ୍ତି ମାସଯାକ? ଏହି ସାଇଡ୍‌ ବିଜନେସରେ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍ଲୀ,୧୨।୧୧: ଯଦି ଆପଣଙ୍କର ଦରମା ମାସ ସରୁ ସରୁ ସରି ଯାଉଛି। ଏବଂ ଆପଣ ଆପଣଙ୍କର ଘର ଖର୍ଚ୍ଚ ପୂରଣ କରିବାକୁ ଟଙ୍କା ରହୁନି, ତେବେ...

ଇଣ୍ଟରନେଟ୍‌ର ନୂଆ ‘କ୍ରସ୍’ ପାଲଟିଲେ ଏହି ଅଭିନେତ୍ରୀ, ପସନ୍ଦ ଓଡ଼ିଆ ଖାଇବା

ମୁମ୍ବାଇ: ମରାଠୀ ଓ ହିନ୍ଦୀ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତ୍ରୀ ଗିରିଜା ଓକ୍ ବର୍ତ୍ତମାନ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇ ଇଣ୍ଟରନେଟ୍‌ର ନୂଆ ‘କ୍ରସ୍’ (New...

ବୋମା ଆକ୍ରମଣକାରୀଙ୍କ ଦ୍ୱିତୀୟ କାର୍ ଖୋଜୁଛି ପୋଲିସ୍, ଲାଲ୍ ରଙ୍ଗର ଏହି କାର୍‌ ଉପରେ ନଜର

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ଲାଲ୍ କିଲ୍ଲା ବିସ୍ଫୋରଣ ମାମଲାରେ ପୋଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ଦିଲ୍ଲୀ, ହରିଆଣା ଏବଂ ଉତ୍ତର ପ୍ରଦେଶରେ ବ୍ୟାପକ ଖୋଜାଖୋଜି...

ବିବାହ ମଞ୍ଚରେ ବରକୁ ଛୁରାମାଡ଼: ଆକ୍ରମଣକାରୀଙ୍କୁ ୨ କିମି ପର୍ଯ୍ୟନ୍ତ ଗୋଡ଼ାଇଲା ଡ୍ରୋନ୍ କ୍ୟାମେରା

ନୂଆଦିଲ୍ଲୀ,୧୨।୧୨: ମହାରାଷ୍ଟ୍ରର ଅମରାବତୀରେ ଏକ ବିବାହ ଉତ୍ସବ ସମୟରେ ବରକୁ ମଞ୍ଚ ଉପରେ ଛୁରାମାଡ଼ କରାଯିବା ପରେ ପରିବେଶ ଏକ ଅପରାଧ ସ୍ଥଳରେ ପରିଣତ ହୋଇଛି।...

ଆୟ ବଢୁଛି, କିନ୍ତୁ ସମ୍ପତ୍ତି ବଢୁନାହିଁ: ଭାରତୀୟଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣୁଛି FOMO-YOLO ଚିନ୍ତାଧାରା

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ଅର୍ଥନୀତି ବିଶ୍ୱର ଅଭିବୃଦ୍ଧି କ୍ଷେତ୍ରରେ ଏକ ଉଜ୍ଜ୍ୱଳ ସ୍ଥାନ ହୋଇ ରହିଥିବାବେଳେ, ଏହାର ଯୁବପିଢ଼ିଙ୍କ ଆୟ ବଢୁଥିଲେ ମଧ୍ୟ ସେମାନଙ୍କ ପାଖରୁ ସମ୍ପତ୍ତି...

ବିଦେଶରୁ ଫେରି ଲାଲ୍ କିଲ୍ଲା ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୨: ଭୁଟାନରୁ ଦୁଇ ଦିନିଆ ବିଦେଶ ଗସ୍ତ ସାରି ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ଦିଲ୍ଲୀର ଲୋକ ନାୟକ ଜୟପ୍ରକାଶ (LNJP) ଡାକ୍ତରଖାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri