୩.୬ ଲକ୍ଷ କୋଟିର ପ୍ରକଳ୍ପ ସମୀକ୍ଷା କଲେ ସୀତାରାମନ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୩.୬ ଲକ୍ଷ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପକୁ ବୁଧବାର ସମୀକ୍ଷା କରିଛନ୍ତି। ନ୍ୟାଶନାଲ ଇନଫ୍ରାଷ୍ଟକଚର ପାଇପ ଲାଇନ(ଏନ୍‌ ଆଇପି) ଅଧିନରେ ଏହି ପ୍ରକଳ୍ପଗୁଡିକ ରହିଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଜଳ ସମ୍ପଦ, ନଦୀ ଉନ୍ନତିକରଣ ଏବଂ ଗଙ୍ଗା ପୁନରୁଦ୍ଧାର ବିଭାଗ ଏହି ପ୍ରକଳ୍ପ ସବୁକୁ କାର୍ଯ୍ୟକାରୀ କରାଉଛି। ରାଜ୍ୟ ସରକାର ଏବଂ ଅନ୍ୟ ମନ୍ତ୍ରଣାଳୟ ସମନ୍ବୟ ରକ୍ଷାକରି ପ୍ରକଳ୍ପ କାମକୁ ଅଗ୍ରଗତି କରାଇବାକୁ ସୀତାରାମନ ୨ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସାମ୍ଭାବ୍ୟ ନିବେଶକଙ୍କ ସହ ଆଲୋଚନା କରି ନିବେଶ ଉପଯୋଗୀ ପ୍ରକଳ୍ପଗୁଡିକୁ ଆଗକୁ ବଢାଇବାକୁ ସଚିବଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri