Posted inଜାତୀୟ

ନୂଆ ସଂସଦର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ଉପରେ ପୁର୍ନବିଚାର କରିବାକୁ କହିଲେ ସୀତାରମଣ

ନୂଆଦିଲ୍ଲୀ,୨୫।୫: ୨୮ ମେ’ରେ ହେବାକୁ ଥିବା ନୂଆ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପୁର୍ନବିଚାର କରିବାକୁ ବିରୋଧୀ ଦଳଙ୍କୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି, ଏହା ଗଣତନ୍ତ୍ରର ମନ୍ଦିର ଅଟେ। ୨୮ ମେ’ରେ ନୂତନ ସଂସଦ ଭବନର ଉଦ୍‌ଘାଟନ ପାଇଁ ତାମିଲନାଡୁର ୨୦ଜଣ ଆଦିନମ (ମହନ୍ତ)ଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି ଅବସରରେ ବ୍ରିଟିଶମାନଙ୍କଠାରୁ ଶକ୍ତି ହସ୍ତାନ୍ତରର ପ୍ରତୀକ ଭାବରେ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ଦିଆଯାଇଥିବା ଆନୁଷ୍ଠାନିକ ରାଜଦଣ୍ଡ ‘ସେଙ୍ଗୋଲ’ ମଧ୍ୟ ସ୍ଥାପନ କରାଯିବ।

ସେ କହିଛନ୍ତି, ଆଶ୍ଚର୍ଯ୍ୟଜନକ ଯେ ରାଷ୍ଟ୍ରପତିଙ୍କୁ ସମାଲୋଚନା କରିଥିବା ଲୋକମାନେ ବର୍ତ୍ତମାନ ହଠାତ୍‌ ତାଙ୍କ ପାଇଁ କଥା ହେଉଛନ୍ତି। ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରୁଥିବା ଅନେକ ରାଜନୈତିକ ଦଳ ବିଷୟରେ ତାଙ୍କ ମନ୍ତବ୍ୟ ବିଷୟରେ ପଚରାଯିବାରୁ ସେ ଉତ୍ତର ଦେଇ କହିଛନ୍ତି ଯେ, ସଂସଦ ହେଉଛି ଗଣତନ୍ତ୍ରର ମନ୍ଦିର ଏବଂ ଏହି ଦଳଗୁଡିକ ସେମାନଙ୍କର ନିଷ୍ପତ୍ତିର ପୁର୍ନବିଚାର କରିବା ସହ ସମାରୋହରେ ଯୋଗଦେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri