Posted inଖେଳ

ସିତିସପାସ୍‌-ଗାରିନ୍‌ ସେମିଫାଇନାଲ ମୁକାବିଲା

ହାମବର୍ଗ, ୨୭ା୯ (ଏପି)-ଗ୍ରୀସ୍‌ର ଷ୍ଟିଫାନସ ସିତିସପାସ୍‌ ୧୬ ମାସରେ ପ୍ରଥମ ଥର ଏକ କ୍ଲେକୋର୍ଟ ଟେନିସ୍‌ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ହାମବର୍ଗ ଓପନ୍‌ ଟେନିସ୍‌ ଟୁର୍ନାମେଣ୍ଟରେ ସେ ଡୁସାନ୍‌ ଲାଜୋଭିଚ୍‌ଙ୍କୁ ୭-୬ (୫), ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ସିତିସପାସ୍‌ ସେମିଫାଇନାଲରେ ଜଣେ କ୍ଲେକୋର୍ଟ ସ୍ପେଶାଲିଷ୍ଟ ଚିଲିର ଖ୍ରିଷ୍ଟିଆନ ଗାରିନ୍‌ଙ୍କୁ ଭେଟିବେ। ଗାରିନ ୨୦୨୦ରେ ପଛକୁ ପଛ ଦୁଇଟି ଟାଇଟଲ ଜିତିଛନ୍ତି। ଫେବୃୟାରୀରେ ସେ କୋର୍ଡୋବା ଏବଂ ରିଓ ଡି’ ଜେନିରୋଠାରେ ଚାମ୍ପିୟନ ହୋଇଛନ୍ତି। ଗାରିନ୍‌ ୩-୬, ୬-୪, ୬-୪ ସେଟ୍‌ରେ କାଜାଖସ୍ତାନର ଆଲେକ୍‌ଜାଣ୍ଡର ବବ୍‌ଲିକ୍‌ଙ୍କୁ ପରାସ୍ତ କରିଛନ୍ତି। ଅନ୍ୟଏକ ସେମିଫାଇନାଲ ଆନ୍ଦ୍ରେ ରୁବ୍ଲେଭ୍‌ ଏବଂ କାସ୍ପର ରୁଡ୍‌ ମଧ୍ୟରେ ହେବ। ୫ମ ସିଡ୍‌ ରୁବ୍ଲେଭ୍‌ ୪ର୍ଥ ସିଡ୍‌ ରବର୍ଟୋ ବଟିଷ୍ଟାଙ୍କୁ ୬-୨, ୭-୫ରେ ପରାସ୍ତ କରି ଟୁର୍ନାମେଣ୍ଟରେ ଏକ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ରୁଡ୍‌ କ୍ୱାର୍ଟରଫାଇନାଲରେ ୟୁଗୋ ହମ୍‌ବର୍ଟଙ୍କୁ ୭-୫, ୩-୬, ୬-୧ ସେଟରେ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri