ମହାରାଷ୍ଟ୍ର ସ୍ଥିତି ଅସମ୍ଭାଳ: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଟପିଲା

ମୁମ୍ବାଇ,୨୨।୩: କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ମହାରାଷ୍ଟ୍ରରେ ସ୍ଥିତି ଅସମ୍ଭାଳ ହେବାକୁ ଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦ ହଜାର ୫୩୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୯ଜଣଙ୍କ ମୃତ୍ୟୁ ଘଟିଛି। ଚଳିତ ବର୍ଷ ରାଜ୍ୟରେ ଏହା ସର୍ବାଧିକ ରହିଛି। ମୁମ୍ବାଇରେ ଗୋଟିଏ ଦିନରେ ୩ ହଜାର ୭୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଫିଲ୍ମସିଟିର ୧୦ ଲୋକଙ୍କର କରୋନାରେ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ମୁମ୍ବାଇର ବସ୍‌ ଷ୍ଟାଣ୍ଡ୍‌, ରେଲଷ୍ଟେଶନ ଏବଂ ମଲ୍‌ରେ ଆଣ୍ଟିଜେନ ପରୀକ୍ଷା ସୋମବାରଠାରୁ ଆରମ୍ଭ କରାଯାଇଛି। ଗତ ୪ ଦିନ ଧରି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାରରୁ ଅଧିକ ରହୁଛି। ଏହାକୁୂ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri