ବଦଳୁଛି ସ୍ଥିତି, ଇୟୁ ସାଂସଦଙ୍କୁ ସୂଚନା ପ୍ରଦାନ କଲେ ଜମ୍ମୁ-କଶ୍ମୀର ଆସିଥିବା ପ୍ରତିନିଧି ମଣ୍ଡଳ…

ବ୍ରସେଲ୍ସ,୨୬।୧୦: ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ୟୁରୋପୀୟ ୟୁନିଅନ (ଇୟୁ) ଏହି ଭାରତୀୟ ରାଜ୍ୟର ସ୍ଥିତିକୁ ନେଇ ଅନେକ ସମୟରେ ଉଦବେଗ ପ୍ରକାଶ କରିଆସୁଥିଲା। କିନ୍ତୁ ବର୍ତ୍ତମାନ ଏହା ବଦଳୁଥିବା ପରିସ୍ଥିତିରେ ମଧ୍ୟ ପ୍ରକାଶ ପାଇଛି। ଏହି କାମ କାଶ୍ମୀରର ରାଜନେତାମାନେ ନିଜେ କରୁଛନ୍ତି। ବେଲଜିୟମର ରାଜଧାନୀ ବ୍ରସେଲ୍ସରେ ଆୟୋଜିତ ଏକ ସମ୍ମିଳନୀରେ କଶ୍ମୀରର ଏକ ପ୍ରତିନିଧୀ ଦଳ ଉପତ୍ୟକାରେ ଆସୁଥିବା ସକରାତ୍ମକ ପରିବର୍ତ୍ତନ ବିଷୟରେ ଇୟୁ ଆଇନଜୀବୀଙ୍କୁ ଅବଗତ କରାଇଥିଲେ।

ଗତ ତିନି ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ କିପରି ପରିବର୍ତ୍ତନ ହୋଇଛି ତାହା କଶ୍ମୀରର ନେତାମାନେ ୟୁରୋପୀୟ ସାଂସଦମାନଙ୍କୁ କହିଥିଲେ। ମୁଖ୍ୟତଃ ମହିଳା ଓ ବାଳିକା ସଶକ୍ତିକରଣ ପାଇଁ କରାଯାଉଥିବା କାର୍ଯ୍ୟ ବିଷୟରେ କଶ୍ମୀରର ପ୍ରତିନିଧୀ ଦଳ ୟୁଏଇ ସଂସଦୀୟ ସଦସ୍ୟମାନଙ୍କୁ ସୂଚନା ଦେଇଛନ୍ତି। ଉପତ୍ୟକାରେ ତୃଣମୂଳ ଗଣତନ୍ତ୍ର କିପରି ମଜବୁତ ହେଉଛି ତାହା କାଶ୍ମୀରର ନେତାମାନେ ଇୟୁ ସାଂସଦଙ୍କୁ କହିଛନ୍ତି।

ବ୍ରସେଲ୍ସରେ କାଶ୍ମୀରରେ ଗଣତାନ୍ତ୍ରିକ ସଶକ୍ତିକରଣ ଶୀର୍ଷକ ଏକ ଆଲୋଚନାଚକ୍ରରେ ଯୋଗଦେଇ କଶ୍ମୀରର ନେତାମାନେ ରାଜ୍ୟର ସଦ୍ୟତମ ପରିସ୍ଥିତି ବିଷୟରେ ଅବଗତ କରାଇଛନ୍ତି।
ୟୁରୋପୀୟ ୟୁନିଅନର ସାଂସଦ ଡାନିଏଲା ରୋଣ୍ଡିନେଲି କଶ୍ମୀର ପ୍ରତିନିଧୀଙ୍କୁ ସ୍ବାଗତ କରି ଶାନ୍ତି ଏବଂ କଥାବାର୍ତ୍ତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ କହିଛନ୍ତି ଯେ ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ସହିତ ଉପତ୍ୟକାର ଭବିଷ୍ୟତ ପିଢ଼ି ପାଇଁ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଲାଗି କଶ୍ମୀର ୟୁରୋପୀୟ ୟୁନିଅନ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଆଗ୍ରହୀ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri