ସ୍ଥିତି ସଙ୍କଟ ଜନକ,ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨ ଛୁଇଁଛି।

ଗତ ୨୪ ଘଣ୍ଟାରେ ଦେଶରେ ୧୯୨ ଜଣ ନୂଆ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଦେଶରେ ଓମିକ୍ରନ୍‌ ଅଣାୟତ୍ତ ହେବା ସ୍ଥିତି ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୬୮ ରହିଛି। ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୨ରେ ପହଞ୍ଚିଛି। କେରଳ, ଗୁଜରାଟ, ରାଜସ୍ଥାନ ଏବଂ ତାମିଲନାଡୁରେ ଶହେରୁ ଅଧିକ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏସବୁ ରାଜ୍ୟ ଶ୍ରେଷ୍ଠ ୧୦ ତାଲିକାରେ ସ୍ଥନୀତ ହୋଇଛନ୍ତି। ସେହିପରି ତେଲେଙ୍ଗାନା, କର୍ନାଟକ, ହରିୟାଣା ଏବଂ ଓଡ଼ିଶା ମଧ୍ୟ ଶୀର୍ଷ ୧୦ ତାଲିକାରେ ରହିଛନ୍ତି।

କେରଳରେ ୧୫୬, ଗୁଜୁରାଟରେ ୧୩୬, ରାଜସ୍ଥାନରେ ୧୨୦, ତେଲେଙ୍ଗାନାରେ ୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ତାମିଲନାଡୁରେ ୧୨୧, କର୍ନାଟକରେ ୬୪, ମଧ୍ୟପ୍ରଦେଶରେ ୯, ଓଡ଼ିଶାରେ ୩୭, ଆନ୍ଧ୍ରପ୍ରଦେଶରେ ୧୭, ପଶ୍ଚିମବଙ୍ଗରେ ୨୦ , ହରିୟାଣାରେ ୬୩, ଜମ୍ମୁ-କଶ୍ମୀରରେ ୩, ଉତ୍ତରପ୍ରଦେଶରେ ୮, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ୍‌ ନିକୋବରରେ ୨, ହିମାଚଳପ୍ରଦେଶରେ ୧, ଲଦାଖରେ ୧, ଗୋଆରେ ୧, ମଣିପୁରରେ ୧ ,ପଞ୍ଜାବରେ ୧ ଏବଂ ଉତ୍ତରାଖଣ୍ଡରେ ୮ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri