ସ୍ଥିତି ଅସମ୍ଭାଳ: କରୋନା ବେଲଗାମ୍‌…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୬ ଦିନ ଧରି ଦେଶରେ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିଛି। ୨୧ ରୁ ୨୬ ଏପ୍ରିଲ୍‌ ମଧ୍ୟରେ ଗତ ୬ ଦିନ ମଧ୍ୟରେ ୨୦ ଲକ୍ଷରୁ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୧୪୪ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତିମଧ୍ୟରେ ଦେଶରେ ୨୮ କୋଟି ୯ ଲକ୍ଷ ୭୯ ହଜାର ୮୭୭ ଜଣଙ୍କ ନମୁନା ପରୀକ୍ଷା ଶେଷ ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri