ବାହାର ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ମନା

ଢେଙ୍କାନାଳ ଅଫିସ,୧।୩ : ଆଜି ପବିତ୍ର ମହାଶିବରାତ୍ରି। ଏହି ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ବାବା କପିଳାଶଙ୍କ ପୀଠ। ସକାଳୁ ସକାଳୁ ବାବାଙ୍କ ଦର୍ଶନ ପାଇଁ ପୀଠରେ ଭିଡ ଦେଖିବାକୁ ମିଳିଛି। ସମସ୍ତ ନୀତିକାନ୍ତି ଅନୁସାରେ ବାବାଙ୍କ ପୂଜାର୍ଚ୍ଚନା ଚାଲିଛି। ଭୋର ୪ଟା୨୦ରେ ଉଠିବ ମହାଦୀପ ।
ତେବେ କରୋନା କଟକଣା କାରଣରୁ ଜିଲା ବାହାର ଶ୍ରଦ୍ଧାଳୁଙ୍କ ଦର୍ଶନକୁ ବାରଣ କରାଯାଇଛି। ୬୦ରୁ ଉର୍ଦ୍ଧ୍ୱ ବୟସ୍କ ଓ ୧୦ରୁ କମ୍‌ ବୟସ୍କ ଶିଶୁଙ୍କୁ କପିଳାଶ ମନା କରାଯାଇଛି। ଏହା ସହ ବାବାଙ୍କ ଦର୍ଶନ ପାଇଁ ଆଧାରକାର୍ଡ ବାଧ୍ୟତାମୂଳକ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଆୟୁଷ୍ମାନ

ପୁରୀ ଅଫିସ, ୨୩ା୬: ମହାପ୍ରଭୁଙ୍କ ସେବାରେ ବୁଧବାର ସର୍ବକନିଷ୍ଠ ଦଇତାପତି ସେବାୟତ ସାମିଲ ହୋଇଛନ୍ତି। ସେ ହେଉଛନ୍ତି ଆୟୁଷ୍ମାନ ଦାସମହାପାତ୍ର। ଆୟୁଷ୍ମାନ ଅଣସର ତାଟି ଘରେ...

ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ...

ଆଜି ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ, ୩,୩୮,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଭାଜପାରେ ରାଜ୍ୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ସଭାପତି ପଦ ପାଇଁ ଦିଲ୍ଲୀ ଦୌଡୁଛନ୍ତି ନେତା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାଜପାର ରାଜ୍ୟ ସଭାପତି ଚୟନ ଚଳିତ ମାସ ଶେଷସୁଦ୍ଧା ଶେଷ ହେବ। ଏଥିପାଇଁ ଦଳର ସାଙ୍ଗଠନିକ ନିର୍ବାଚନ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ଦଳ...

ଶ୍ରୀମନ୍ଦିରରେ ଚୈତ୍ର ଗୁଣ୍ଡିଚା

ପୁରୀ ଅଫିସ,୩୧ା୩: ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହୋଇଯାଇଛି ଚୈତ୍ର ଗୁଣ୍ଡିଚା। ଚୈତ୍ରମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ଅବସରରେ...

ଅଜୟ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଅବସରପ୍ରାପ୍ତ ହିନ୍ଦୀ ପ୍ରଫେସର ଅଜୟ କୁମାର ପଟ୍ଟନାୟକ ୨୦୧୯ ବର୍ଷ ପାଇଁ ଓଡ଼ିଶାରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତାଙ୍କ...

ଭାଜପା ପକ୍ଷରୁ ଉପଜିଲାପାଳଙ୍କୁ ଦାବିପତ୍ର

ଭଞ୍ଜନଗର,୧।୭(ଡି.ଏନ.ଏ)-ଭାଜପା ଭଞ୍ଜନଗର ନିର୍ବାଚନମଣ୍ଡଳୀ ପକ୍ଷରୁ ସୋମବାର ୮ଦଫା ଦାବୀନେଇ ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲର ଅନେକ...

ଖାଁ ଖାଁ ଗୋତମରା ଗାଁ

ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି...

Advertisement
Archives

Model This Week