Posted inଜାତୀୟ

ଭାଜପାରେ ସାମିଲ ହେବାର ୬ଦିନ ପରେ କଂଗ୍ରେସକୁ ଫେରି ଆସିଲେ ବିଧାୟକ

ଚଣ୍ଡିଗଡ଼,୩ ।୧: ପଞ୍ଜାବରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଲାଗିଛି ବଡ ଝଟ୍‌କା । ପଞ୍ଜାବର ବିଧାୟକ ବଲବିନ୍ଦର ସିଂ ଲାଡି ୬ ଦିନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ । ହେଲେ ଏହା ବୋଧହୁଏ ତାଙ୍କୁ ଠିକ୍ ନ ଲାଗିବାରୁ ସେ ପୁଣିଥରେ କଂଗ୍ରେସକୁ ଫେରି ଆସିଛନ୍ତି । ଲାଡି ସୋମବାର କହିଛନ୍ତି, ରବିବାର ରାତିରେ ସେ ପଞ୍ଜାବ କଂଗ୍ରେସର ପ୍ରଭାରୀ ହରିଶ ଚୌଧୁରୀ ଓ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ଉପସ୍ଥିତିରେ କଂଗ୍ରେସକୁ ଫେରି ଆସିଛନ୍ତି । ସୂଚନାଯୋଗ୍ୟ, ଶ୍ରୀ ହରଗୋବିନ୍ଦପୁରର ବିଧାୟକ ଲାଡି କାଦିୟାଂର ବିଧାୟକ ଫତେହଜଙ୍ଗ ସିଂ ବାଜୱାଙ୍କ ସହ ୨୮ ଡିସେମ୍ବରରେ ଭାଜପାରେ ଯୋଗ ଦେଇଥିଲେ । ଉଭୟ ବିଧାୟକ ଭାଜପାର ପଞ୍ଜାବ ପ୍ରଭାରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀନଗର ଗୁଲମର୍ଗ ରାସ୍ତାରେ ମିଳିଲା ୪ ପ୍ରେସର କୁକର

ଜମ୍ମୁ,୨ ।୮: କଶ୍ମୀରରେ ସୋମବାର ଶ୍ରୀନଗର ଗୁଲମର୍ଗ ରାସ୍ତାରେ ଭିନ୍ନ ଭିନ୍ନ ସ୍ଥାନରେ ଏକ ଟିଫିନ୍ ବକ୍ସ ସହ ୪ଟି ପ୍ରେସର କୁକର ପଡିଥିବା ଦେଖାଯାଇଥିଲା...

ଅଭିଯୋଗ ଆଣିଲେଣି ତେଜସ୍ୱୀ

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏବେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ମହାମେଣ୍ଟର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି...

ମମତାଙ୍କ ନିର୍ଦ୍ଦେଶ ହିଁ ପଶ୍ଚିମବଙ୍ଗର ଆଇନ: ବିଜୟଭର୍ଗିୟ

କୋଲକାତା,୧୭ ।୧୨: ପଶ୍ଚିମବଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ନୁହେଁ ତ କେବେ ନୁହେଁ ପରିସ୍ଥିତିରେ ପହଞ୍ଚିଯାଇଛି କହିଲେ ଚଳେ । ରାଜ୍ୟରେ ଶାସନ...

ମିଶନ ବଙ୍ଗାଲ ପାଇଁ ପାଗ ଭିଡିଛନ୍ତି ଶାହା

ନୂଆଦିଲ୍ଲୀ,୧୧ ।୨: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲାଗାଇବାରେ ବ୍ୟସ୍ତ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୧୨।୬: ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ବଢିଛି। ପେଟ୍ରୋଲ ଲିଟର ପିଛା ୫୭ ପଇସା ଏବଂ ଡିଜେଲ ଲିଟର ପିଛା ୫୯ ପଇସା...

ମହିଳା ଏମ୍‌ପିଙ୍କୁ ହତ୍ୟା ଧମକ: ଲୋଡିଲେ ସହାୟତା

କୋଲକତା,୧।୧୦: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ଅଭିନେତ୍ରୀ ନୁଶରତ ଜାହାଁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ଏବେ ସେ ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନଙ୍କଠାରୁ...

ଚକୋଲେଟ ଖାଇ ୪ଶିଶୁ ମୃତ

କୁଶୀନଗର,୨୩।୩: ଉତ୍ତରପ୍ରଦେଶର କୁଶୀନଗରରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ଏକାସାଙ୍ଗରେ ୪ଜଣଙ୍କ ମୃତ୍ୟୁ ହେବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି। ମୃତକ ମଧ୍ୟରେ...

ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ବିଫଳ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧।୧୨: ଭାରତରେ ବଡ଼ ଧରଣର ଆକ୍ରମଣ କରିବା ପାଇଁ ଆତଙ୍କବାଦୀଙ୍କ ଏକ ଷଡ଼ଯନ୍ତ୍ର ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ସୋପୋରରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।...

Advertisement
Archives

Model This Week