Posted inଖେଳ

ସୁପର ଲିଗ୍‌ରୁ ଓହରିଲେ ୬ ଇଂଲିଶ କ୍ଲବ୍‌

ଲଣ୍ଡନ,୨୨।୪(ପି.ଟି.): ହାଇପ୍ରୋଫାଇଲ ସୁପର ଲିଗ୍‌ରୁ ୬ଟି ଇଂଲିଶ କ୍ଲବ୍‌ ଓହରିଯାଇଛନ୍ତି। ଫଳରେ ଆରମ୍ଭ ହେବା ପୂର୍ବରୁ ଏହି ଲିଗ୍‌ ଏକପ୍ରକାର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇଂଲିଶ କ୍ଲବ୍‌ଗୁଡିକ ଓହରିଯିବା ପରେ ସ୍ପାନିଶ ଓ ଇଟାଲୀର କ୍ଲବଗୁଡିକ ଚକିତ ହୋଇଛନ୍ତି।
ଆର୍ସେନାଲ, ଚେଲସି, ଲିଭରପୁଲ, ମାଞ୍ଚେଷ୍ଟର ୟୁନାଇଟେଡ, ମାଞ୍ଚେଷ୍ଟର ସିଟି ଓ ଟୋଟେନହାମ୍‌ ମଙ୍ଗଳବାର ବିଶ୍ୱର ଏହି ସବୁଠାରୁ ଧନୀ ଲିଗ୍‌ରୁ ଓହରିଯାଇଥିଲେ। ସମର୍ଥକଙ୍କ ପ୍ରତିକ୍ରିୟା ଓ ବ୍ରିଟିଶ ସରକାରଙ୍କ ସତର୍କତାକୁ ଦୃଷ୍ଟିରେ ରଖି କ୍ଲବ୍‌ଗୁଡିକ ଏହି ନିଷ୍ପତ୍ତି ନେଇଛନ୍ତି। କ୍ଲବ୍‌ଗୁଡିକ ଓହରିଯିବା ପରେ ଏହି ଲିଗ୍‌ର ମାନେ କିଛି ନାହିଁ ବୋଲି କୁହାଯାଇପାରେ। କ୍ଲବ୍‌ଗୁଡିକର ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଅବଶ୍ୟ ଏ ନେଇ ଇଟାଲୀୟାନ ଓ ସ୍ପାନିଶ ଦଳଗୁଡିକ କୌଣସି ପ୍ରତିକ୍ରିୟା ପ୍ରକାଶ କରିନାହାନ୍ତି ଓ ମନ୍ତବ୍ୟ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ବାଂଲାଦେଶ ବିରୋଧରେ ପରାଜୟକୁ ନେଇ ପାକିସ୍ତାନରେ ହଇଚଇ; ପୂର୍ବତନ ଖେଳାଳି ମୋହସିନ ନକଭିଙ୍କୁ କହିଲେ: ‘ଆଇସିସି ଟ୍ରଫି ଚୋରି କରି, ତୁମେ…’

ଇସଲାମାବାଦ,୧୬।୩: ବାଂଲାଦେଶ ବିପକ୍ଷରେ ଦିନିକିଆ ସିରିଜରେ ପରାଜୟ ପରେ ପାକିସ୍ତାନ କଠୋର ସମାଲୋଚନାର ସମ୍ମୁଖୀନ ହେଉଛି। ମୀରପୁରରେ ଖେଳାଯାଇଥିବା ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚରେ ବାଂଲାଦେଶ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri