Posted inଖେଳ

ବର୍ଣ୍ଣବୈଷମ୍ୟ ଆକ୍ଷେପକୁ ନେଇ ବଡ଼ ଖୁଲାସା କଲେ ସିରାଜ

ନୂଆଦିଲ୍ଲୀ,୨୧।୧: ଭାରତୀୟ ପେସର ମହମ୍ମଦ ସିରାଜ ଗୁରୁବାର ସିଡ୍‌ନୀ ଟେଷ୍ଟ ସମ୍ପର୍କରେ ଏକ ବଡ଼ ଖୁଲାସା କରିଛନ୍ତି। ସିଡ୍‌ନୀ ଟେଷ୍ଟରେ ଦର୍ଶକମାନେ ବାରମ୍ବାର ବର୍ଣ୍ଣବୈଷମ୍ୟ ଆକ୍ଷେପ କରିବା ପରେ ମ୍ୟାଚ୍‌ ଛାଡ଼ି ଦେବାକୁ ପ୍ରସ୍ତାବ ଦେଇଥିଲେ ଫିଲ୍ଡ ଅମ୍ପାୟର। ଭାରତରେ ପହଞ୍ଚିଥିବା ସିରାଜ ବାପାଙ୍କ ସମାଧି ସ୍ଥଳରୁ ଫେରିବା ପରେ ଏହା କହିଛନ୍ତି।

ଅମ୍ପାୟରଙ୍କ ପ୍ରସ୍ତାବକୁ ଅସ୍ବୀକାର କରି ଦେଇଥିଲେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ। ସେ କହିଥିଲେ, ” ଆମେ କାହିଁକି ମ୍ୟାଚ୍‌ ଛାଡ଼ିବୁ। ଏହି ଖେଳକୁ ଆମେ ସମ୍ମାନ କରୁ। ଆମେ ଏଠାକୁ ଖେଳିବାକୁ ଆସିଛୁ “। ଏହି ଘଟଣା ମାନସିକ ସ୍ତରରେ ମୋତେ ଶକ୍ତିଶାଳୀ କରିଥିଲା। ମୁଁ ଖୁସି ଯେ, ଦର୍ଶକଙ୍କ ବର୍ଣ୍ଣବୈଷମ୍ୟ ଆକ୍ଷେପ ମୋତେ ପ୍ରଭାବିତ କରିପାରିଲା ନାହିଁ ବୋଲି ବର୍ଡର-ଗାଭାସ୍କର ଟ୍ରଫିରେ ଟିମ୍‌ ଇଣ୍ଡିଆ ପାଇଁ ସର୍ବାଧିକ ଉଇକେଟ ନେଇଥିବା ବୋଲର କହିଛନ୍ତି।

ଉଲ୍ଲେଖଥାଉ କି, ସିଡ୍‌ନୀ ତଥା ତୃତୀୟ ଟେଷ୍ଟର ଚତୁର୍ଥ ଦିନ ସିରାଜଙ୍କ ବ୍ୟତୀତ ଯଶପ୍ରୀତ ବୁମରାଙ୍କୁ ମଧ୍ୟ ଟାର୍ଗେଟ କରଥିଲେ ଦର୍ଶକ। ଏ ନେଇ ଫିଲ୍ଡ ଅମ୍ପାୟରଙ୍କୁ ଅଭିଯୋଗ କରିବା ପରେ ସୁରକ୍ଷାକର୍ମୀଙ୍କ ସହାୟତାରେ କିଛି ଦର୍ଶକଙ୍କୁ ଚିହ୍ନଟ କରାଯାଇ ଷ୍ଟାଡିୟମରୁ ବିଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?