ରାଜଧାନୀର ୬ ହସ୍ପିଟାଲ ପାଲଟିଛି କରୋନା ହଟସ୍ପଟ: ୫୯ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୧: କରୋନା ସଂକ୍ରମଣକୁ ନେଇ ଏବେ ରାଜଧାନୀ ଦିଲ୍ଲୀର ହସ୍ପିଟାଲ ହଟସ୍ପଟ ପାଲଟି ଯାଇଛି । କିଛିଦିନ ମଧ୍ୟରେ ଗୋଟିଏ ପରେ ଗୋଟିଏ ହସ୍ପିଟାଲରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇଥିବା ଦେଖାଯାଇଛି । ସୋମବାର ମିଳିଥିବା ସୂଚନା ଅନୁଯାୟୀ, ସଫଦରଜଙ୍ଗ ହସ୍ପିଟାଲରେ ୨୩, ଲେଡି ହାର୍ଡିଂଗ ମେଡିକାଲ କଲେଜରେ ୧୫, ଆର୍‌ଏମ୍‌ଏଲ୍‌ରେ ୧୧, ଏମ୍ସ ଟ୍ରମା ସେଣ୍ଟରରେ ୬ ଓ ମୌଲାନା ଆଜାଦ ମେଡିକାଲ କଲେଜରେ ୪ ରେସିଡେନ୍ସ ଡାକ୍ତର କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ୫ ହସ୍ପିଟାଲକୁ ମିଶାଇ ୫୯ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାସହ ୮୦ରୁ ଅଧିକ ସ୍ୱାସ୍ଥ୍ୟକର୍ମୀଙ୍କ ରିପୋର୍ଟ ଆସିବା ବାକି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri