୬ ହୋଟେଲ ସିଲ୍‌ କଲା ପ୍ରଶାସନ

ବାସୁଦେବପୁର,୧୬ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ କୋଭିଡ୍‌-୧୯ ଆଇନର ଉଲ୍ଲଂଘନ କରି ଚାଲିଥିବା ୬ଟି ହୋଟେଲକୁ ବୁଧବାର ପ୍ରଶାସନ ସିଲ୍‌ କରିଛି। ଏହି ହୋଟେଲଗୁଡ଼ିକରେ ଲୋକଙ୍କୁ ବସାଇ ଖାଇବାକୁ ଦିଆଯାଉଥିବା ସହିତ ସାମାଜିକ ଦୂରତା ରକ୍ଷା କରାଯାଉ ନ ଥିବା ପ୍ରଶାସନର ଦୃଷ୍ଟିକୁ ଆସିଥିଲା। ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ, ସୁପର ଭାଇଜର ଗିରିଶ ଚନ୍ଦ୍ର ନାୟକ, ଚୁଡ଼ାମଣି ରାଜସ୍ବ ନିରୀକ୍ଷକ ଚନ୍ଦନ ମହାନ୍ତି ପ୍ରମୁଖ ଏହି ହୋଟେଲଗୁଡ଼ିକ ଯାଞ୍ଚ ପରେ ସିଲ୍‌ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲଗୋଦାମ ବେପାର ସମୟ ବଦଳିଲା  

କଟକ ଅଫିସ,୫ା୮-ମାଲଗୋଦାମରେ ବେପାର ସମୟରେ ପରିବର୍ତ୍ତନ ହୋଇଛି। ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଏନେଇ ବିଜ୍ଞପ୍ତି ଜାରି କରିଛି।...

ଧରିତ୍ରୀ ପ୍ରଭାବ: ଯୋରାଡବରାଠାରେ ବିଦ୍ୟୁତ୍‌ ସଂଯୋଗ କାମ ଆରମ୍ଭ

କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ...

ସାପୁଆ ନଦୀ ପ୍ରଦୂଷଣ ମୁକ୍ତ ଦାବି

ଆଠଗଡ,୪ା୭(ସ୍ବ.ପ୍ର.): ସାପୁଆ ନଦୀକୁ ପ୍ରଦୂଷଣ ମୁକ୍ତ ଓ ଗୋଡ଼ିଝରିଆ ଜଳ ଯୋଗାଣ ପ୍ରକଳ୍ପରୁ ପାନୀୟଜଳ ଯୋଗାଇବାକୁ ଆଠଗଡ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ଏନେଇ...

ସେଲ୍‌ଫି ନେବା ସମୟରେ ନଦୀରେ ଖସି ପଡ଼ିଥିଲେ ଯୁବତୀ: ଆଜି ମିଳିଲା ମୃତଦେହ

ସୁନ୍ଦରଗଡ଼/ବାଲିଶଙ୍କରା,୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ ନଦୀର ଘୋଘର ଘାଟକୁ ରବିବାର ପିକ୍‌ନିକ୍‌ କରିବାକୁ ଆସିଥିବା ଜଣେ ଯୁବତୀ ସେଲ୍‌ଫି ନେବାବେଳେ ପାଣିରେ...

ବାରହା ଫାଶରେ ମଣିଷ

ଝାରସୁଗୁଡା ଅଫିସ,୫।୧୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଛତିଶଗଡ଼ ସୀମାନ୍ତବର୍ତ୍ତୀ ଲୁହାବଗା ଗ୍ରାମରେ ଗତ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଦୁର୍ବୃତ୍ତମାନେ...

ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ

ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର...

ବିଧାୟକଙ୍କ ଘରେ ୨୩ ଘଣ୍ଟାର ରେଡ୍‌

ଭୁବନେଶ୍ୱର (ବ୍ୟୁରୋ)/ ବ୍ରହ୍ମପୁର ଅଫିସ,୧୮ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଥିଲା।...

ଗଳା ପୋଲ ନିର୍ମାଣ ଦାବିରେ ରାଣୀତାଲ ବଜାର ବନ୍ଦ

ଭଦ୍ରକ ଅଫିସ,୨୪।୧୨: ଭଦ୍ରକ ଜିଲା ରାଣୀତାଲ ବଜାର ମଙ୍ଗଳବାର ସକାଳୁ ବନ୍ଦ ରହିଛି। ଗଳା ପୋଲ ନିର୍ମାଣ ଦାବିରେ ରାଣୀତାଲ ବିକାଶ ମଞ୍ଚର ସଦସ୍ୟ ଓ...

Advertisement
Archives

Model This Week