Posted inଜାତୀୟ

ନୀତୀଶଙ୍କୁ ଧୋକା ଦେଲା ଭାଜପା!

ଇଟାନଗର,୨୫ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ନିଜ ସହଯୋଗୀ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)କୁ ଝଟ୍‌କା ଦେଇଛି । ବିହାରରେ ନୀତୀଶ ସରକାରରେ ସାମିଲ ଭାଜପା ଅରୁଣାଚଳ ପ୍ରଦଶରେ ନୀତୀଶଙ୍କ ଦଳର ୬ ବିଧାୟକଙ୍କୁ ନିଜ ଦଳରେ ସାମିଲ କରି ଦେଇଛି । ରାଜ୍ୟ ବିଧାନସଭା ଅନୁଯାୟୀ, ପିପୁଲ୍ସ ପାର୍ଟି ଅଫ୍ ଅରୁଣାଚଳ ପ୍ରଦେଶ(ପିପିଏ)ର ଲିକାବାଲି ନିର୍ବାଚନ ମଣ୍ଡଳୀର ବିଧାୟକ କରଦୋ ନିଗୟୋର ବି ଭାଜପାରେ ସାମିଲ ହୋଇ ଯାଇଛନ୍ତି । ପଞ୍ଚାୟତ ଓ ନଗର ନିଗମ ନିର୍ବାଚନ ଫଳାଫଳ ଘୋଷଣାର ଗୋଟିଏ ଦିନ ପରେ ସେ ଭାଜପାରେ ସାମିଲ ହୋଇଛନ୍ତି । ସୂଚନାଯୋଗ୍ୟ, ଯେଉଁ ୬ ଜଣ ଜେଡିୟୁ ବିଧାୟକମାନେ ଭାଜପାରେ ସାମିଲ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ୨୬ ନଭେମ୍ବରରେ ଦଳ ପକ୍ଷରୁ ଦଳ ବିରୋଧୀ କାର୍ଯ୍ୟ ପାଇଁ କାରଣ ଦର୍ଶାଅ ନୋଟିସ ଜାରି କରାଯିବା ସହ ଦଳରୁ ନିଲମ୍ବିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri