Posted inଜାତୀୟ

ନୀତୀଶଙ୍କୁ ଧୋକା ଦେଲା ଭାଜପା!

ଇଟାନଗର,୨୫ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ନିଜ ସହଯୋଗୀ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)କୁ ଝଟ୍‌କା ଦେଇଛି । ବିହାରରେ ନୀତୀଶ ସରକାରରେ ସାମିଲ ଭାଜପା ଅରୁଣାଚଳ ପ୍ରଦଶରେ ନୀତୀଶଙ୍କ ଦଳର ୬ ବିଧାୟକଙ୍କୁ ନିଜ ଦଳରେ ସାମିଲ କରି ଦେଇଛି । ରାଜ୍ୟ ବିଧାନସଭା ଅନୁଯାୟୀ, ପିପୁଲ୍ସ ପାର୍ଟି ଅଫ୍ ଅରୁଣାଚଳ ପ୍ରଦେଶ(ପିପିଏ)ର ଲିକାବାଲି ନିର୍ବାଚନ ମଣ୍ଡଳୀର ବିଧାୟକ କରଦୋ ନିଗୟୋର ବି ଭାଜପାରେ ସାମିଲ ହୋଇ ଯାଇଛନ୍ତି । ପଞ୍ଚାୟତ ଓ ନଗର ନିଗମ ନିର୍ବାଚନ ଫଳାଫଳ ଘୋଷଣାର ଗୋଟିଏ ଦିନ ପରେ ସେ ଭାଜପାରେ ସାମିଲ ହୋଇଛନ୍ତି । ସୂଚନାଯୋଗ୍ୟ, ଯେଉଁ ୬ ଜଣ ଜେଡିୟୁ ବିଧାୟକମାନେ ଭାଜପାରେ ସାମିଲ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ୨୬ ନଭେମ୍ବରରେ ଦଳ ପକ୍ଷରୁ ଦଳ ବିରୋଧୀ କାର୍ଯ୍ୟ ପାଇଁ କାରଣ ଦର୍ଶାଅ ନୋଟିସ ଜାରି କରାଯିବା ସହ ଦଳରୁ ନିଲମ୍ବିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri