Posted inଜାତୀୟ

ବିଏସ୍‌ପି ଛାଡ଼ିପାରନ୍ତି ୬ ବିଧାୟକ

ଲକ୍ଷ୍ନୌ,୨୯।୧୦: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ କ୍ୟାମ୍ପରେ ବିଦ୍ରୋହ ଦେଖାଦେଇଛି। ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ରାଜ୍ୟ ସଭା ପ୍ରାର୍ଥୀ ରାମଜୀ ଗୌତମଙ୍କଠାରୁ ଦଳର ୪ ବିଧାୟକ ସେମାନଙ୍କର ସମର୍ଥନ ପ୍ରତ୍ୟାହାର କରିନେଇଛନ୍ତି। ଗୌତମଙ୍କ ପ୍ରସ୍ତାବକ ଭାବେ ସେମାନଙ୍କର ସ୍ବାକ୍ଷର ଜାଲ୍‌ ବୋଲି ବିଧାୟକମାନେ ରିଟର୍ନିଂ ଅଫିସରଙ୍କୁ ଜଣାଇଦେଇଛନ୍ତି। ସେମାନଙ୍କ ସହ ବିଏସ୍‌ପିର ଅନ୍ୟ ଦୁଇଜଣ ବିଧାୟକ ମଧ୍ୟ ରିଟର୍ନିଂ ଅଫିସରଙ୍କୁ ଭେଟିଥିଲେ। ଏହି ବିଧାୟକମାନେ ସମାଜବାଦୀ ପାର୍ଟି (ଏସ୍‌ପି) ଅଫିସକୁ ଯାଇ ଏହାର ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ସାକ୍ଷାତ କରିଛନ୍ତି। ସେମାନେ ଏସ୍‌ପିରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି।
ପ୍ରଥମ ଥର ପାଇଁ ବିଏସ୍‌ପିକୁ ଏହାର ୨୦୧୯ ମେଣ୍ଟ ସହଯୋଗୀ ସମାଜବାଦୀ ପାର୍ଟିଠାରୁ ଶକ୍ତ ଧକ୍କା ଲାଗିଛି। ବୁଧବାର ରାଜନୈତିକ ସମୀକରଣରେ ଘଟିଥିବା ଏହି ନାଟକୀୟ ମୋଡ ଆଗାମୀ ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ପ୍ରଭାବିତ କରିବ। ଜାଲ୍‌ ଦସ୍ତଖତ ସମ୍ପର୍କରେ ବିଧାୟକମାନଙ୍କ ଅଭିଯୋଗ ସତ୍ତ୍ୱେ ଗୌତମଙ୍କ ନାମାଙ୍କନ ପତ୍ର କାଏମ ରହିଛି। ଅନ୍ୟପକ୍ଷରେ ଏସ୍‌ପି ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀ ପ୍ରକାଶ ବଜାଜଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri