Posted inଜାତୀୟ

ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ ଜୀବନ

ଗୁଆହାଟୀ,୨୬ା୧୧-ଆସାମର ଦିବ୍ରୁଗଡ଼ ଜିଲା ଲେପେଟ୍‌କାଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୬ ଜଣଙ୍କ ପ୍ରାଣହାନି ଘଟିଛି। ଏକ ବିବାହ ଉତ୍ସବରେ ଯୋଗଦେବା ଲାଗି ଗାଡ଼ିରେ ଲୋକମାନେ ଯାଉଥିବାବେଳେ ଜାତୀୟ ରାଜପଥ ୩୭ ଉପରେ ଡ୍ରାଇଭର ଭାରସାମ୍ୟ ହରାଇ ଏକ ଟ୍ରେଲର ଟ୍ରକ୍‌କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୫ ଜଣ ପ୍ରାଣ ହରାଇଥିବା ଦିବ୍ରୁଗଡ଼ ଡିଏସ୍‌ପି ଥୁବେ ପ୍ରତୀକ ବିଜୟ କୁମାର କହିଛନ୍ତି। ହସ୍ପିଟାଲ ଯିବା ବାଟରେ ଅନ୍ୟ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ। ଧେମାଜି ଜିଲାରୁ ଦିବ୍ରୁଗଡ଼ ଅଭିମୁଖେ ଯାତ୍ରୀମାନେ ଗାଡ଼ିରେ ଦ୍ରୁତ ଗତିରେ ଯାଉଥିଲେ। ୨ ଆହତଙ୍କୁ ଦିବ୍ରୁଗଡ଼ସ୍ଥିତ ଆସାମ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଣ୍ଣବଙ୍କୁ ମିଳିବ କି ଜାମିନ, ସୁପ୍ରିମକୋର୍ଟରେ ଚାଲିଛି ଶୁଣାଣି

ନୂୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟ ବୁଧବାର ରିପ୍ଲବିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କ ଦ୍ୱାରା ମୁମ୍ବାଇ ହାଇକୋର୍ଟଙ୍କ ୯ ନଭେମ୍ବର ଆଦେଶକୁ ଚ୍ୟାଲେଞ୍ଜ କରି ଏକ ଆବେଦନ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୫ ଲକ୍ଷରୁ କମ ଆୟ ପାଇଁ ଆୟକର ସମ୍ପୂର୍ଣ୍ଣ ଛାଡ ଘୋଷଣା

ନୂଆଦିଲ୍ଲୀ ୫।୭: ଶୁକ୍ରବାର ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। -୫ ଲକ୍ଷରୁ କମ୍‌ ଆୟ...

ଇଫ୍‌ତାର ପାର୍ଟିରେ ସାମିଲ ହେଲେ ନୀତିଶ: ବଢ଼ିଲା ରାଜନୈତିକ ହଇଚଇ

ପାଟନା,୨୨।୪: ରମଜାନ ମାସ ଚାଲିଥିବା ବେଳେ ସବୁବର୍ଷ ଭଳି ରାଜନୈତିକ ଦଳମାନେ ମଧ୍ୟ ଇଫ୍‌ତାର ପାର୍ଟିର ଆୟୋଜନ କରିଥାନ୍ତି। ବିହାରର ମୁଖ୍ୟ ବିରୋଧୀ ଦଳ ଆରଜେଡି...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ...

ଟନେଲରୁ ବାହାରିବା ପରେ କହିଲେ ‘ବଞ୍ଚିବାର ସବୁ ଆଶା ଛାଡ଼ି ସାରିଥିଲୁ’

ଡେରୁଡାନା, ୮ା୨- ହିମସ୍ଖଳନ ଯୋଗୁ ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଆସିଥିବା ବନ୍ୟା କାରଣରୁ ବହୁ ସଂଖ୍ୟାରେ ସ୍ଥାନୀୟ ପାଓ୍ବର ପ୍ଲାଣ୍ଟରେ କାମ କରୁଥିବା ଶ୍ରମିକ କାଦୁଅ...

‘ମହିଳାଙ୍କୁ ଅସମ୍ମାନିତ କରିଛି ଭାଜପା ସରକାର’

ନୂଆଦିଲ୍ଲୀ,୧୮ା୨(ପି.ଟି.)-କମାଣ୍ଡ ପଦବୀ କିମ୍ବା ସ୍ଥାୟୀ କମିଶନ ପାଇଁ ମହିଳା ସେନା ଅଧିକାରୀମାନେ ଯୋଗ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇ ଭାଜପା ସରକାର ଦେଶର ମହିଳାମାନଙ୍କ...

ଗର୍ଲଫ୍ରେଣ୍ଡଙ୍କ ଖର୍ଚ୍ଚ ଉଠାଇବା ପାଇଁ ପାଖରେ ନ ଥିଲା ଟଙ୍କା, ବୟଫ୍ରେଣ୍ଡ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଭିଣ୍ଡ୍‌,୧୦।୧୧: ମଧ୍ୟପ୍ରଦେଶର ଭିଣ୍ଡ ଜିଲାରେ ଏକ ରୋଚକ ଘଟଣା ଘଟିଛି। ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡଙ୍କ ଖର୍ଚ୍ଚ ଉଠାଇବା ପାଇଁ ନିଜ ହିଁ ଅପହରଣ ନାଟକ...

ବିହାର ନିର୍ବାଚନ: ୩ ଯୁବ ଚେହେରା ନେଇ ଚର୍ଚ୍ଚା…

ପାଟନା, ୫।୧୦: ବିହାର ବିଧାନସଭା ନିର୍ବାଚନରେ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ବିଭିନ୍ନ ଦଳ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ଭାଜପା, ଆର୍‌ଜେଡ଼ି...

Advertisement
Archives

Model This Week