ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ହୀରାକୁଦରେ ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍ ଖୋଲାଯାଇଛି।
ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ହୀରାକୁଦରେ ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍ ଖୋଲାଯାଇଛି।
ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...
ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...
୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...
ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...
ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...
ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...
