ଖୋଲିଲା ଆଉ ୬ ଗେଟ୍‌

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ହୀରାକୁଦରେ ଆଉ ୬ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୨କୁ ବୃଦ୍ଧି ପାଇଛି। କେବଳ...

‘ଗୁଲାବ’ ରାଜ୍ୟରେ ସେଭଳି ପ୍ରଭାବ ପକାଇନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୭।୯(ବ୍ୟୁରୋ): ‘ବାତ୍ୟା ‘ଗୁଲାବ’ ରାଜ୍ୟରେ ସେଭଳି ପ୍ରଭାବ ପକାଇନାହିଁ। ତାହାର ପ୍ରଭାବରେ ଏତେଟା କ୍ଷୟକ୍ଷତି ହୋଇନାହିଁ।’ ଏ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର...

ନକଲି ମଦ ପ୍ରସ୍ତୁତ କାରଖାନାରେ ଚଢ଼ାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୪: ଅବକାରୀ ଗୁଇନ୍ଦା ଟିମ୍‌ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଦିଗପହଣ୍ଡି ଥାନା ଅନ୍ତର୍ଗତ କଇଠଖଣ୍ଡି ଛକରେ ପାଟ୍ରୋଲିଂ କରୁଥିଲା। ଏକ ଅଟୋକୁ...

ଅଭିଯୁକ୍ତ ଦେଉଛନ୍ତି ଧମକ, ପୋଲିସ ଚୁପ୍‌: ଭୟରେ ଦିନ କାଟୁଛନ୍ତି ବୃଦ୍ଧା

ଅନୁଗୋଳ ଅଫିସ, ୨୩।୫: ପଡୋଶୀ ପିଲା ଘରେ ପଶି ଜଣେ ଭିନ୍ନକ୍ଷମ ବୃଦ୍ଧାଙ୍କଠାରୁ ଚୋରି କରିବା ଅଭିଯୋଗରେ ଅନୁଗୋଳ ଜିଲା ଏନ୍‌ଟିପିସି ଥାନା ପୋଲିସ ଏକ ମାମଲା...

ବରଗଡ଼ରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ହତ୍ୟା

ବରଗଡ଼ ଅଫିସ,୧୫।୧୦: ବରଗଡ଼ ସହର ବିଚ ରାସ୍ତା ଉପରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା...

ବାହାଡ଼ାପଦରରୁ କୁଟୁରା ଛୁଆ ଉଦ୍ଧାର

ଭଞ୍ଜନଗର,୨୯।୫(ଡି.ଏନ.ଏ): କେତେକ ପ୍ରଜାତିର ବନ୍ୟପ୍ରାଣୀ ଯଥା ବାର୍‌ହା, କୁଟୁରା, ମୃଗ ସଂଖ୍ୟା ଜଙ୍ଗଲରେ ହୁହୁ ହୋଇ ବଢ଼ିବାରେ ଲାଗିଛି। ଜଙ୍ଗଲରେ ସନ୍ତୁଳନ ରକ୍ଷା ପାଇଁ ଅନ୍ୟ...

ଦୁର୍ଦ୍ଦଶା ବଢାଉଛି ବିଦ୍ୟୁତ୍‌ କାଟ : ସକାଳ ୬ରୁ ମଧ୍ୟାହ୍ନ ୧୨ ସଂଯୋଗ ବିଚ୍ଛିନ୍ନ

ବଇଣ୍ଡା,୨।୬(ଡି.ଏନ.ଏ.)- ଗ୍ରୀଷ୍ମ ପ୍ରବାହ ଅପେକ୍ଷା ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ଲୋକଙ୍କ ଦୁର୍ଦ୍ଦଶା ବଢାଉଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସଂଯୋଗ କାଟି ଦିଆଯାଉ ଥିବାରୁ ଉପଭୋକ୍ତା...

ବେଡ୍‌ ପିଛା ୫୦ ଟଙ୍କା ଲାଞ୍ଚ ଅଭିଯୋଗ

ବ୍ରହ୍ମପୁର ଅଫିସ୍‌,୧୩ା୧୨- ପରୀକ୍ଷାଠାରୁ ଚିକିତ୍ସା, ଔଷଧଠାରୁ ଆରମ୍ଭ କରି ରକ୍ତ ପର୍ଯ୍ୟନ୍ତ ସବୁ ମାଗଣା । କିନ୍ତୁ ବେଡ୍‌ ପାଇବାକୁ ହେଲେ ଟଙ୍କା ଦେବାକୁ ପଡ଼ୁଛି...

Advertisement
Archives

Model This Week