Posted inଜାତୀୟ

ବୁଡିଗଲେ ୬ ଛାତ୍ର

ଧାରାପୁରମ(ତାମିଲନାଡୁ),୧୮।୧: ତାମିଲନାଡୁର ତିରୁପୁର ଜିଲାରେ ଧାରାପୁରମରେ ନଦୀରେ ବୁଡି ୬ ଛାତ୍ର ପ୍ରାଣ ହରାଇଛନ୍ତି। ସୋମବାର ୮ ଜଣ ସାଙ୍ଗ ଅମରାବତୀ ନଦୀକୁ ଗାଧେଇବାକୁ ଯାଇଥିଲେ। ମୃତକଙ୍କ ମଧ୍ୟରେ ୫ ସ୍କୁଲ ଛାତ୍ର ଏବଂ ଜଣେ କଲେଜ ଛାତ୍ର ରହିଛନ୍ତି।

ଅଧିକାରୀଙ୍କ ଅନୁଯାୟୀ, ଏହି ଗ୍ରୁପ ଦିନଦିଗୁଲ ଜିଲାରେ ମାମ୍ପାରାଇ ଅଞ୍ଚଳରେ ଏକ ମନ୍ଦିର ବୁଲିବାକୁ ଯାଇଥିଲେ। ଫେରିଲା ବେଳେ ସେମାନେ ଗାଧୋଇବାକୁ ନିଷ୍ପତ୍ତି ନେଇଥିଲେ। ୮ ଜଣଙ୍କ ମଧ୍ୟରୁ ନଦୀରେ ବୁଡି ୬ ଜଣ ପ୍ରାଣ ହରାଇଥିଲେ। ଅନ୍ୟ ଦୁଇ ଜଣଙ୍କୁ ସ୍ଥାନୀୟ ଲୋକେ, ଦମକଳ ବାହାନୀ ଉଦ୍ଧାର କରି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri