ବୋଟ୍‌ ବୁଡ଼ି ୬ ଛାତ୍ରଙ୍କ ଜୀବନ ଗଲା

କଲମ୍ବୋ,୨୩।୧୧: ଶ୍ରୀଲଙ୍କା ଉପକୂଳରେ ମଙ୍ଗଳବାର ଏକ ବୋଟ୍‌ ବୁଡ଼ିଯିବାରୁ ୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଛାତ୍ର ପହଁରି କୂଳକୁ ଚାଲିଆସିଥିଲେ। ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଥିବା କୁରିଞ୍ଚକେନିରୁ ବୋଟ୍‌ଟି ଛାତ୍ରମାନଙ୍କୁ ନେଇ କିନ୍ନିୟା ସହରକୁ ଯାଉଥିଲା। ହେଲେ ବାଟରେ ବୋଟ୍‌ ବୁଡି ଯାଇଥିଲା। ଦୁର୍ଘଟଣାର କାରଣ ଜଣାପଡି ନାହିଁ। ନୌସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

PL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

Iବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri